Month: June 2024

ପୂର୍ବତଟ ରେଳପଥ ପକ୍ଷରୁ ଚଳିତ ବର୍ଷ ରଥ ଯାତ୍ରା ପାଇଁ ୩୧୫ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ରେଳ ମନ୍ତ୍ରଣାଳୟ ୬ ଜୁଲାଇରୁ ୧୯ ଜୁଲାଇ ୨୦୨୪ ପର୍ଯ୍ୟନ୍ତ ତୀର୍ଥଯାତ୍ରୀମାନଙ୍କ ସୁବିଧାଜନକ ଯାତ୍ରା ପାଇଁ ପ୍ରଭୁ ଜଗନ୍ନାଥ ରଥ ଯାତ୍ରା ସମୟରେ ପୁରୀକୁ ଏବଂ ପୁରୀ ଠାରୁ 315 ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି।…

Angul News: ଅନୁଗୁଳରେ କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ୬ ଲକ୍ଷ ଟଙ୍କା ସହାୟତା ଘୋଷଣା

Angul News: ଅନୁଗୁଳ: ଅନୁଗୁଳ ଜିଲ୍ଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ…

Angul News : ତ୍ରୁଟିପୂର୍ଣ୍ଣ ମୋତିଆ ବିନ୍ଦୁ ଅପରେସନ ଅଭିଯୋଗ ପରେ ସିଲ ହେଲା ଚକ୍ଷୁ କ୍ଲିନିକ

Angul News : ଅନୁଗୁଳ ସହରର ଅମଲାପଡା ଠାରେ ବରିଷ୍ଠ ଚକ୍ଷୁ ବିଶେଷଜ୍ଞ ଚନ୍ଦ୍ର ଶେଖର ପ୍ରଧାନଙ୍କ ପ୍ରାଇଭେଟ କ୍ଲିନିକ ପ୍ରଧାନ ଆଇ କେୟାରକୁ ଜଉ ମୁଦ ଦେଇ ସିଲ କରିଛି ପ୍ରଶାସନ। ଜିଲାପାଳଙ୍କ ନିର୍ଦେଶ କ୍ରମେ ଆଜି ପୂର୍ବାହ୍ନରେ ଏହି…

Angul News: ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ପାଇଁ ଜେଏସପି ଫାଉଣ୍ଡେସନ ନିକ୍ଷୟ ମିତ୍ର ରୂପେ ପଞ୍ଜିକୃତ

Angul News: ଅନୁଗୋଳ: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ର ସାମାଜିକ ଦାୟିତ୍ୱବୋଧ ଶାଖା ଜେଏସପି ଫାଉଣ୍ଡେସନ ନିକ୍ଷୟ ମିତ୍ର ରୂପେ ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଅଭିଯାନ ରେ ସାମିଲ ହୋଇଛି। ଏଥିପାଇଁ ଭାରତ ସରକାରଙ୍କ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର…

Angul News: ଟିଟିଲାଗଡଠାରେ ରେଳ ଫ୍ଲାଏ ଓଭର ନିର୍ମାଣ ପାଇଁ ୧୮୩.୮୯ କୋଟି ଟଙ୍କା ମଞ୍ଜୁର

Angul News: ଭୁବନେଶ୍ୱର: ପୂର୍ବତଟ ରେଳପଥର ସମ୍ବଲପୁର ରେଳ ମଣ୍ଡଳ ଅନ୍ତର୍ଗତ ଟିଟିଲାଗଡ ଜଙ୍କସନ ଷ୍ଟେସନରେ ବୃଦ୍ଧି ପାଉଥିବା ରେଳ ଚଳାଚଳ ଏବଂ ଯାତାୟାତକୁ ଦୃଷ୍ଟିରେ ରଖି ରାୟପୁର-ବିଜୟନଗରମ, ଟିଟିଲାଗଡ-ସମ୍ବଲପୁର ଓ ସମ୍ବଲପୁର-ରାୟପୁର ରେଳ ସେକ୍ସନରେ ଟ୍ରେନ ଚଳାଚଳକୁ ସୁଗମ କରିବା…

Angul BJP : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମ ବାର୍ଷିକୀ ଉପଲକ୍ଷେ ଚାରାରୋପଣ

ଅନୁଗୋଳ: ଅନୁଗୋଳ ଜିଲ୍ଲାର ତାଳଚେର ସାଉଥ ବାରଣ୍ଡାରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ସାଉଥ ବଲଣ୍ଡାଠାରେ ଭାରତୀୟ ଜନତା ପାର୍ଟି ଓ ଭାରତୀୟ ମଜଦୂର ସଂଘ ର କର୍ମକର୍ତ୍ତା ଏବଂ ବିଭିନ୍ନ ଶ୍ରମିକ ସଙ୍ଗଠନର କର୍ମକର୍ତ୍ତା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

Angul News : ଜୁନ ୨୫କୁ ବିଜେପି ପାଳିଲା କଳା ଦିବସ

ଅନୁଗୁଳ: ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ଆଜିର ଦିନ ଜୁନ୨୫ କୁ କଳା ଦିବସ ଭାବେ ପାଳନ କରାଯାଇଛି।ଅନୁଗୁଳ ଜିଲ୍ଲା ବିଜେପି ସଭାପତି ଡିଲେଶ୍ୱର ପ୍ରଧାନ ଙ୍କର ପୌରହିତ୍ୟ ରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ କଳା ଦିବସ ପାଳିତ ହୋଇଛି। ଉକ୍ତ…

Angul News: ଅନୁଗୋଳ ଗସ୍ତରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

Angul News: ଅନୁଗୋଳ: ଅନୁଗୋଳ ଗସ୍ତରେ ଆସିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ ପଦ ମିଳିବା ପରେ ପ୍ରଥମ ଥର ପାଇଁ ଅନୁଗୋଳ ଗସ୍ତରେ ଆସିଥିବା ମନ୍ତ୍ରୀ ଶ୍ରୀ ପୂଜାରୀଙ୍କୁ ଅନୁଗୋଳ ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି…

ଶ୍ରୀମନ୍ଦିର ନୀତି ସବ କମିଟି ଓ ଛତିଶା ନିଯୋଗର ଯୁଗ୍ମ ବୈଠକ

ଅନୁଗୋଳ: ଆଜି ଶ୍ରୀମନ୍ଦିର ନୀତି ସବ କମିଟି ଓ ଛତିଶା ନିଯୋଗର ଯୁଗ୍ମ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ଶ୍ରୀମନ୍ଦିର ନୀତି ଯୁଗ୍ମ କମିଟି ଓ ଛତିଶା ନିଯୋଗର ରଥଯାତ୍ରା ତଥା ଅନ୍ୟାନ୍ୟ ବ୍ୟବସ୍ଥିତ ପ୍ରସଙ୍ଗରେ ଆଜି ପୁରୀ…

କେନ୍ଦୁଝରକୁ ଅଣଓଡ଼ିଆ ଲୁଟିଛନ୍ତି, ସମସ୍ତେ ବନ୍ଧାହେବେ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ଜନ୍ମ ମାଟିକୁ ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। କେନ୍ଦୁଝର ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ…