Month: May 2025

ଅନୁଗୋଳ ଜିଲ୍ଲା କଂଗ୍ରେସ ପକ୍ଷରୁ ‘ଅପରେସନ ସନ୍ଦୂର’ ସହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି

ଅନୁଗୋଳ: ଗତକାଲି ସନ୍ଧ୍ୟାରେ ଅନୁଗୋଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସ୍ଥାନୀୟ ଶୈଳଶ୍ରୀ କ୍ଷେତ୍ର ଜଗନ୍ନାଥ ମନ୍ଦିର ସମ୍ମୁଖରେ ଅପରେଶନ ସିନ୍ଦୂରରେ ସହୀଦ ହୋଇ ଯାଇଥିବା ବୀର ଜବାନଙ୍କ ଉଦ୍ଦେଶ୍ୟରେ ସେମାନଙ୍କ ବୀରତ୍ୱ ଓ ବଳିଦାନର ସମ୍ମାନ ଜଣାଇ ଜିଲ୍ଲା କଂଗ୍ରେସ…

ଶ୍ରମକୋଡ୍ ବାତିଲ ଦାବିରେ କେନ୍ଦ୍ରୀୟ ଶ୍ରମିକ ସଂଗଠନ ମିଳିତ ମଞ୍ଚ ପକ୍ଷରୁ ୨୦ମେ’ରେ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଶ୍ରମିକ ବିକ୍ଷୋଭ

ଅନୁଗୁଳ: କେନ୍ଦ୍ର ବିଜେପି ସରକାର ଦ୍ୱାରା ଶ୍ରମିକ ଶ୍ରେଣୀର କଷ୍ଟାର୍ଜିତ ୨୯ଟି ଶ୍ରମ ଆଇନ୍କୁ ଉଚ୍ଛେଦ କରି ପ୍ରଣୟନ କରାଯାଇଥିବା ଶ୍ରମିକ ବିରୋଧୀ ଓ କର୍ପୋରେଟ୍ ସପକ୍ଷବାଦୀ ୪ଟି ଶ୍ରମକୋଡ୍କୁ ବାତିଲ କରିବା, ନାଲକୋ, ଏନ୍.ଟି.ପି.ସି., ଏମ୍.ସି.ଏଲ୍ ଭଳି ରାଷ୍ଟ୍ରାୟତ୍ତ ଉଦ୍ୟୋଗ…

Angul News:ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁଗୁଳ ଜିଲ୍ଲା ଗସ୍ତ, ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ

Angul News:ଅନୁଗୁଳ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କର ମେ 15 ତାରିଖ ଗୁରୁବାର ଅନୁଗୁଳ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ଅଂଚଳ ଗସ୍ତ କରି ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ। ଆଠମଲ୍ଲିକ କଲେଜ କ୍ୟାମ୍ପସରେ କେନ୍ଦ୍ରୀୟ…

ଯୁବତୀଙ୍କ ଅର୍ଦ୍ଧଦଗ୍ଧ, ଗଳିତ ଖଣ୍ଡ ବିଖଣ୍ଡିତ ମୃତ ଦେହ ମିଳିବା ଘଟଣା, ଅନୁଗୋଳ ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନଙ୍କୁ ସାକ୍ଷାତ କଲେ ବିଜେପି ପ୍ରତିନିଧି ମଣ୍ଡଳୀ

ଅନୁଗୁଳ : ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ଲୋଧାଝରି ଗ୍ରାମର ଯୁବତୀ ସୁଭଦ୍ରାକୁ ଅମାନବୀୟ ଭାବେ ପୋଡି ହତ୍ୟା, କରାଯାଇଥିବାର ଅଭିଯୋଗ ହୋଇଛି |ଗତ 26 ତାରିଖ ରୁ ନିଖୋଜ ଥିବା ଥାନାରେ ପରିବାର ପକ୍ଷରୁ ଅଭିଯୋଗ ହୋଇଥିବା ବେଳେ ଗତ…

Angul News: ସୁଭଦ୍ରା ପରିବାର ଙ୍କୁ ଭେଟିଲେ ସାଂସଦ ରୁଦ୍ର ନାରାୟଣ ପାଣି

ତାଳଚେର /କଣିହାଁ : ଅନୁଗୁଳ ଜିଲ୍ଲା କଣିହାଁ ବ୍ଲଜ ଲୋଧାଝରି ଗ୍ରାମର ଝିଅ ସୁଭଦ୍ରା ର ବିଭତ୍ସ ହତ୍ୟା ଘଟଣା ସମଗ୍ର ଅଞ୍ଚଳ ରେ ଆଲୋଡନ ସୃଷ୍ଟି କରିଛି |ଆଜି ବୁଧବାର ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ସୁଭଦ୍ରା ପରିବାର…

Angul News: ଅଗ୍ନିବିପନ୍ନଙ୍କୁ ଭେଟିଲେ ସାଂସଦ ରୁଦ୍ର ନାରାୟଣ ପାଣି

Angul News: ଅନୁଗୁଳ: ଅନୁଗୁଳ ବିଧାନସଭା ଅନ୍ତର୍ଗତ ବଲଙ୍ଗ ଗ୍ରାମ ପଂଚାୟତ ରେ ଅଗ୍ନିକାଣ୍ଡ ଘଟିଥିଲା |ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ସୋମବାର ଆଜି ଖବର ପାଇ ବଲଙ୍ଗ ଗ୍ରାମକୁ ଯାଇ ଅଗ୍ନିକାଣ୍ଡ ରେ ବିପନ୍ନ ପରିବାର ସନ୍ତୋଷ ବିଶ୍ୱାଳ…

ସୁଭଦ୍ରା ଅପହରଣ ଓ ହତ୍ୟା ଘଟଣା: ଅନୁଗୁଳରେ ମହିଳା-ଯୁବ-ଛାତ୍ର ସଂଗଠନର ବିକ୍ଷୋଭ

ଅନୁଗୁଳ: କଣିହାଁ ବ୍ଲକ ଲୁଧାଝରି ଗାଁର ସୁଭଦ୍ରା ନାମ୍ନୀ ଯୁବତୀଙ୍କ ବିଭତ୍ସ ହତ୍ୟାକାଣ୍ଡ ଘଟଣା ଜନସାଧାରଣଙ୍କ ହୃଦୟତନ୍ତ୍ରୀକୁ ଦୋହଲାଇ ଦେଇଥିବାବେଳେ ଅପରାଧିମାନଙ୍କୁ ତୁରନ୍ତ ଗିରଫ କରି କଠୋରରୁ କଠୋରତମ ଦଣ୍ଡବିଧାନ କରିବା, ଶିଶୁ କନ୍ୟା, ଛାତ୍ରୀ, ଯୁବତୀ ସର୍ବୋପରି ମହିଳା ମାନଙ୍କ…

Angul News: ୱାକଫ ସୁଧାର ଜନଜାଗରଣ ଅଭିଯାନ କର୍ମଶାଳା

Angul News: ଅନୁଗୁଳ: ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟ ରେ ୱାକଫ ସୁଧାର ଜନ ଜାଗରଣ ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଓ ରାଜ୍ୟ ବିଜେପିର ନିଷ୍ପତ୍ତି କ୍ରମେ ସମସ୍ତ ଜିଲ୍ଲାରେ ୱାକଫ ଆଇନ ସଂଶୋଧନ ଉପରେ କର୍ମଶାଳାମାନ କରାଯାଇ…

Matric Result 2025: ଅନୁଗୁଳ ଜିଲ୍ଲା ମାଟ୍ରିକ ଟପର ତାଳଚେରର ସମୀକ୍ଷା ସାହୁ

Matric Result 2025: ତାଳଚେର: ମାଟ୍ରିକ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇଛି |ତାଳଚେର ଥର୍ମାଲ ଡ଼ିଏଭି ର ଛାତ୍ରୀ ସମୀକ୍ଷା ସାହୁ ସତକଡା 95.5 ପ୍ରତିଶତ ଅର୍ଥାତ 573 ନମ୍ବର ରଖି ଅନୁଗୁଳ ଜିଲ୍ଲାର ଟପର ହୋଇଛନ୍ତି |ଏ ଖବର ପ୍ରସାରିତ…