ଓ.ପି. ଜିନ୍ଦଲ ସ୍କୁଲ ପକ୍ଷରୁ ବାର୍ଷିକ ପ୍ରଦର୍ଶନୀ ‘ଏକ୍ସପ୍ଲୋରାଇଜ୍’ ୨୦୨୫-୨୬ ଅନୁଷ୍ଠିତ
ଅନୁଗୁଳ: ଅନୁଗୁଳର ଓ.ପି. ଜିନ୍ଦଲ ସ୍କୁଲ ପକ୍ଷରୁ ଜିନ୍ଦଲ ନଗରର ଇଡେନ୍ ଗାର୍ଡେନ୍ ପରିସରରେ ବାର୍ଷିକ ପ୍ରଦର୍ଶନୀ ଏକ୍ସପ୍ଲୋରାଇଜ୍ ୨୦୨୫-୨୬ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରଦର୍ଶନୀରେ ପ୍ରାୟ ୨୦୦ଟି ଅଭିନବ ଏବଂ ସୃଜନଶୀଳ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ପ୍ରଦର୍ଶନୀରେ…
