Spread the love

Angul News: ଅନୁଗୁଳ: ଅନୁଗୁଳ ଜିଲ୍ଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ମୃତ ବାଳକର ପରିବାରର ନିକଟତମ ଆତ୍ମୀୟ ଙ୍କୁ ୬ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *