ଆଜିଠୁ ପାରା ଅଲିମ୍ପିକ୍ସ; ୯ଟି କ୍ରୀଡାରେ ଭାରତର ୫୪ ଆଥଲେଟ୍
ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସରେ ସଫଳ ଆୟୋଜନ ପରେ ଆଜିଠାରୁ ଆରମ୍ଭ ହେଉଛି ପାରା ଅଲିମ୍ପିକ୍ସ । ଏଥର ୯ଟି କ୍ରୀଡାରେ ଭାରତର ୫୪ଜଣ ଆଥଲେଟ୍ ଭାଗ ନେଉଛନ୍ତି । ପ୍ରଥମଥର ପାଇଁ ପାରାଅଲିମ୍ପିକ୍ସରେ ସାମିଲ କରାଯାଇଥିବା ବ୍ୟାଡମିଣ୍ଟନରେ ପଦକ ଜିତିବାକୁ ଲକ୍ଷ୍ୟ…