ଅନୁଗୁଳ ଜିଲ୍ଲାର ବିଭିନ୍ନ ଉର୍ଣ୍ଣୟନ ମୂଳକ କାର୍ଯ୍ୟ ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଆଲୋଚନା
ଅନୁଗୁଳ: ଅନୁଗୋଳ ଜିଲ୍ଲାରେ ଥିବା ସମ୍ଭାବନାକୁ ଉପଯୋଗ କରି ସ୍ଥାନୀୟ ଜନସାଧାରଣଙ୍କ ହିତରେ କାମ କରିବା, ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ସହ ଆଞ୍ଚଳିକ ଅର୍ଥନୀତିକୁ ମଜଭୂତ୍ କରିବା ଦିଗରେ ଚର୍ଚ୍ଚା ଆଲୋଚନା ହେଲା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରକାଶ କରିଛନ୍ତି।…
