Angul News: ଅନୁଗୁଳ ସଭାଗୃହରେ ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନ ଉଦ୍ଦେଶ୍ୟରେ ଜିଲ୍ଲାସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା
Angul News: ଅନୁଗୁଳ: ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ତଥା ପ୍ରାକ୍ତନ ରାଜ୍ୟ ବିଜେପି ସଭାପତି ଡାକ୍ତର ଦେବେନ୍ଦ୍ର ପ୍ରଧାନ ଙ୍କର 84 ବର୍ଷ ବୟସରେ ବିୟୋଗ ଘଟିଛି |ତାଙ୍କରି ବିୟୋଗ ଓଡିଶା ପାଇଁ ଏକ ଅପୂରଣୀୟ କ୍ଷତି | ପୁରୀ ସ୍ୱର୍ଗଦ୍ୱାର ରେ…
