ବାଲ୍ୟ ବିବାହ, ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା ବିରୋଧରେ ଜିଲ୍ଲା ସ୍ଥରୀୟ ସଚେତନତା ସଭା
Angul Khabar: ଅନୁଗୋଳ ତା 26-12-2024 ସ୍ଥାନୀୟ ଯଦୁନାଥ ସଂସ୍କୃତ ମହାବିଦ୍ୟାଳୟ ଠାରେ, ବିଶ୍ୱ ଯୁବ କେନ୍ଦ୍ର ଦ୍ଵାରା ପରିଚାଳିତ କାର୍ଯ୍ୟକ୍ରମ “ଆକ୍ସେସ ଟୁ ଜଷ୍ଟିସ” କାର୍ଯ୍ୟକ୍ରମ ତରଫରୁ ବାଲ୍ୟ ବିବାହ, ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା ବିରୋଧରେ ଜିଲ୍ଲା…
