ଏଫ୍.ଏମ୍. କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣା: ଏସ୍.ୟୁ.ସି.ଆଇ (କମୁ୍ୟନିଷ୍ଟ) ପକ୍ଷରୁ ଶୋଭାଯାତ୍ରା ଓ ପ୍ରତିବାଦ ସଭା
ଅନୁଗୁଳ: ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀଙ୍କ ମର୍ମାନ୍ତିକ ଆତ୍ମାହୁତି ଘଟଣାର ପ୍ରତିବାଦରେ ଏସ୍.ୟୁ.ସି.ଆଇ(କମୁ୍ୟନିଷ୍ଟ) ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ ଦିବସ ଉପଲକ୍ଷେ ସୋମବାର ସନ୍ଧ୍ୟାରେ ଦଳର ଅନୁଗୁଳ ଜିଲ୍ଲା କମିଟି ପକ୍ଷରୁ ଅନୁଗୁଳ ବଜାରରେ ପ୍ରତିବାଦ ଶୋଭାଯାତ୍ରା ପରେ ରାଜାଛକ ଠାରେ…
