ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଡ଼ ଦେବେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ
ତାଳଚେର (ସୁବ୍ରତ ପଟ୍ଟନାୟକ) :ଓଡିଶା ବିଜେପି ର ପ୍ରାଣ ପ୍ରତିଷ୍ଠାତା ତିନି ତିନି ଥର ରାଜ୍ୟ ସଭାପତି ତଥା ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନ ଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କଲେ କେନ୍ଦ୍ର ଗୁହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ |ସ୍ୱାଧୀନତା…