ଅନୁଗୋଳ ଜିଲ୍ଲା ୱେବ ମିଡ଼ିଆ ମହାସଂଘର ଦ୍ୱିତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
ଅନୁଗୋଳ(ସୁବ୍ରତ ପଟ୍ଟନାୟକ) : ଆଜି ନାଲକୋ ନଗର ଠାରେ ଅନୁଗୋଳ ଜିଲ୍ଲା ୱେବ ମିଡିଆ ମହାସଂଘର ଦ୍ୱିତୀୟ କାର୍ଯ୍ୟକାରିଣୀ ବୈଠକ ସଭାପତି ଶଶାଙ୍କ ଶେଖର ସାମଲ ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଅନୁଗୋଳ ଜିଲ୍ଲାର ଆଠ ଗୋଟି ବ୍ଲକ ର…