Angul News: ଅନୁଗୁଳରେ ଧନ୍ୟବାଦ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ
Angul News: ଅନୁଗୁଳ: ଅନୁଗୁଳ ସଭାଘରଠାରେ ଧନ୍ୟବାଦ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଜେପି କୃଷକ ମୋର୍ଚ୍ଚା ତରଫରୁ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ବିଜୟ ମାଝୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ରାଜ୍ୟ ଖାଉଟି କଲ୍ୟାଣ…