କେନ୍ଦ୍ରମନ୍ତ୍ରୀଙ୍କ ଜୀବନୀ ଉପରେ ଆଧାରିତ ପୁସ୍ତକ ଉନ୍ମୋଚିତ
ଅନୁଗୋଳ(ଶୁଭଲକ୍ଷ୍ମୀ ଦାସ):ଓଡ଼ିଶାର ରତ୍ନ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜୀବନୀ ଉପରେ ଲେଖକ ପଣ୍ଡିତ ଦୈତ୍ୟାରି ମହାପାତ୍ରଙ୍କ ଦ୍ୱାରା ଲିଖିତ ପୁସ୍ତକର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିରୋଧୀ ଦଳର ଉପନେତା…
