Category: Uncategorized

ANGUL: ଠାକୁର ମନ୍ତବ୍ୟ ପାଇଁ ଉପବାଚସ୍ପିତଙ୍କ କ୍ଷମା ପ୍ରାର୍ଥନା ଦାବି କଲା ବିଜେପି

ଅନୁଗୁଳ: ଅନୁଗୁଳରେ ଆୟୋଜିତ ମୁଖ୍ୟମନ୍ତ୍ରୀ ଙ୍କ ସଭାରେ ଉପ ବାଚସ୍ପତି ରଜନୀକାନ୍ତ ସିଂହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାଢ଼େ ଚାରି କୋଟି ଓଡ଼ିଆ ଙ୍କ ଠାକୁର ବୋଲି ସମ୍ବୋଧନ କରିବା ପ୍ରସଙ୍ଗ ରେ ଅନୁଗୁଳ ବିଜେପି ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ…

ନବୀନଙ୍କୁ ଅନୁଗୋଳରେ ବିରୋଧୀଙ୍କ କଡ଼ା ବିରୋଧ, କଳାପତାକା ପ୍ରଦର୍ଶନ

ଅନୁଗୁଳ: ବିରୋଧ ,ନାରାବାଜି , ସ୍ଲୋଗାନ ଓ କଳା ପତାକା ପ୍ରଦର୍ଶନ ଭିତରେ ଆଜି ଶେଷ ହୋଇଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁଗୁଳ ଗସ୍ତ କାର୍ଯ୍ୟକ୍ରମ । ବ୍ୟାପକ ସୁରକ୍ଷା ବ୍ୟବସ୍ଥା , ପ୍ରତିଷେଧକ ମୂଳକ ଗିରଫଦାରୀ ସତ୍ତ୍ୱେ ଉଭୟ ବିଜେପି…

Mamita Murder case: ତାଳଚେର ବିଜେପିର ବିକ୍ଷୋଭ

କ୍ୟାପଟେନଙ୍କ ବହିଷ୍କାର ଦାବି କରି ତାଳଚେର ବିଜେପିର ବିକ୍ଷୋଭ । ଆଜି ରାଜ୍ୟ ବିଜେପି ସମ୍ପାଦକ କାଳନ୍ଦୀ ସାମଲଙ୍କ ନେତୃତ୍ୱରେ ତାଳଚେର ବ୍ଲକ କାର୍ଯ୍ୟଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀ ଙ୍କ ସମେତ ଉଭୟ ଦିବ୍ୟଶଙ୍କର ତଥା ପ୍ରତାପ ଜେନାଙ୍କୁ ସାମାଜିକ ବାସନ୍ଦ ନେଇ…

ଜିଲା ଶିକ୍ଷା ବିଭାଗର ପ୍ରତାରଣା ଅଭିଯୋଗ, କାହାକୁ କଲେ ପ୍ରତାରଣା ଦେଖନ୍ତୁ ଭିଡ଼ିଓ…

ଅନୁଗୋଳ: ଜିଲା ଖଣିଜ ପାଣ୍ଠି ଦ୍ୱାରା ନିଯୁକ୍ତି ପ୍ରାପ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଜିଲା ଶିକ୍ଷା ବିଭାଗର ପ୍ରତାରଣା । ପ୍ରତିଶ୍ରୁତି ସତ୍ତ୍ବେ ଜିଲାର ବିଭିନ୍ନ ବ୍ଲକରେ କାର୍ଯ୍ୟରତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ନିଯୁକ୍ତି ପ୍ରକ୍ରିୟାରେ ଟାଳଟୁଳ ନୀତି ଅବଲମ୍ବନ ଅଭିଯୋଗ…

ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ Minister Dharmendra Pradhan

Minister Dharmendra Pradhan: ଆଜି ଆଲୋକର ପର୍ବ ଦୀପାବଳି। ଖୁସି ଏବଂ ଆନନ୍ଦର ପର୍ବ ଦୀପାବଳି। ଗାଁଠୁ ସହର ସବୁଠି ଉତ୍ସର ମାହୋଲ। ଘରେ ଦୀପ ଜାଳି ସବୁଜ ବାଣ ଫୁଟାଇ ଏହି ପର୍ବକୁ ପାଳନ କରନ୍ତୁ। ତେବେ ଦୀପାବଳି ଉପଲକ୍ଷେ…

ରାଜଧାନୀରେ ଥମୁନି ଡେଙ୍ଗୁ, କ୍ୟା‌ପିଟାଲ ହସ୍ପିଟାଲକୁ ଆସିଲେଣି ହଜାରେରୁ ଅଧିକ

ଭୁବନେଶ୍ବର : ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ଦୁଇ ହଜାର ମୁହାଁ ହେଲାଣି। ଆଜି ଆଉ ୫୮ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୭୩୦ରେ ପହଞ୍ଚିଛି। ସେଥିରୁ (ଅଗଷ୍ଟ ୨୧ ତାରିଖ ସୁଦ୍ଧା) କେବଳ କ୍ୟାପିଟାଲ ହସ୍ପିଟାଲ୍‌କୁ…

ଅକ୍ଟୋବର ସୁଦ୍ଧା କର୍କଟ କେନ୍ଦ୍ରରେ ‘ପେଟ୍ ସିଟି ସ୍କାନ୍’

କଟକ : କଟକସ୍ଥିତ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ଅକ୍ଟୋବର ସୁଦ୍ଧା କାର୍ଯ୍ୟକ୍ଷମ ହେବ ‘ପେଟ୍ ସିଟି ସ୍କାନ୍‌ ମେସିନ୍‌। ଏଥିପାଇଁ ଆଟମିକ୍‌ ଏନର୍ଜି ରେଗୁଲେଟିଙ୍ଗ୍‌ ବୋର୍ଡ(ଏଇଆର୍‌ବି)ପକ୍ଷରୁ ଅନୁମତି ମିଳି ସାରିଛି। ସପ୍ତାହକୁ ୧୨୦ଟି ପେଟ୍ ସିଟି ସ୍କାନ୍‌ କର୍କଟ କେନ୍ଦ୍ରରେ…