Odisha News: ୧୮ତମ ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ (YATS)ସମାରୋହ: ୨୩ଟି ଜିଲ୍ଲାର ୩୦ ଜଣ ପ୍ରତିଭାବାନ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ
Odisha News:ଭୁବନେଶ୍ୱର: ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ବା Young Astronomers Talent Search (ୟ୍ୟାଟ୍ସ)ର ୧୮ତମ ଗ୍ରାଣ୍ଡ ଫିନାଲେ ଭୁବନେଶ୍ୱରର ପଠାଣି ସାମନ୍ତ…
