Dharmendra Pradhan : ଜୁଲାଇ ୬ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁଗୁଳ ଜିଲ୍ଲା ଗସ୍ତ; ମା ହିଙ୍ଗୁଳା ପୀଠ ସହିତ ଦେବୀ ପୀଠ ଦର୍ଶନ
Dharmendra Pradhan: ଅନୁଗୁଳ: ଓଡ଼ିଶାର ରତ୍ନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦୀ ଙ୍କ ସରକାର ରେ ତୃତୀୟ ପାଳି ରେ ମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲା…
Angul News: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା କାର୍ଯ୍ୟକ୍ଷମ ଏବଂ ନିଯୁକ୍ତି ଦାବିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସ୍ମାରକପତ୍ର
Angul News: ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠାକୁ ଅବିଳମ୍ବେ କାର୍ଯ୍ୟକ୍ଷମ କରିବା, ଖାଲି ପଡିଥିବା ଭେଷଜ ଓ ଚର୍ମରୋଗ ବିଶେଷଜ୍ଞ ନିଯୁକ୍ତି କରିବା, ଅଲଟ୍ରାସାଉଣ୍ଡ ଓ ଇକୋ ମେସିନ୍ ପ୍ରତିଷ୍ଠା କରିବା, ଟ୍ରମା କେୟାର୍, ଆଇ.ସି.ୟୁ.ର ବ୍ୟବସ୍ଥା…
Angul News: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ କୁମ୍ଭୀର ଆକ୍ରମଣରେ ମୃତକଙ୍କ ପରିବାରଙ୍କୁ ଭେଟିଲା ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳୀ
Angul News: ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ ପୁରୁଣାକୋଟ ଥାନା ଟିକରପଡା ସାତ କୋଶିଆ ଗଣ୍ଡ ରେ ଶନିବାର ଦିନ କୁମ୍ଭୀର ଆକ୍ରମଣରେ ସେହି ଅଂଚଳର ଟିଭୁ ନାଏକ ଙ୍କର ପୁଅ ସମୀର ନାଏକ (୧୩) ଙ୍କର ମୃତ୍ୟୁ…
Angul News: ରେଳ ଷ୍ଟେସନର ଦ୍ରୁତ ବିକାଶ ସହ ତାଳଚେର ବିମଳାଗଡ଼ ରେଳ ଲାଇନ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ,ରେଳମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କାଳନ୍ଦି ସାମଲ
Angul Khabar: ତାଳଚେର-ବିମଳାଗଡ଼ ନୂଆ ରେଳ ଲାଇନରେ ନିର୍ମାଣ କାର୍ଯ୍ୟକୁ ଉଭୟ ପାର୍ଶ୍ୱରୁ, ଯଥା ତାଳଚେର ପାର୍ଶ୍ୱ ଏବଂ ବିମଳାଗଡ଼ ପାର୍ଶ୍ୱରୁ ସମ୍ପାଦନ କରାଯିବାକୁ ଏକ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଅଛି। ଏଗୁଡିକ ବ୍ୟତୀତ, ଅମୃତ ଷ୍ଟେସନ ଗୁଡିକର ପୁନର୍ବିକାଶ କାର୍ଯ୍ୟ…
Railway Projects: ଚାଲୁ ରହିଥିବା ରେଳ ପ୍ରକଳ୍ପ ସମୀକ୍ଷା କଲେ ରେଳମନ୍ତ୍ରୀ
Railway Projects: ଭୁବନେଶ୍ୱର: ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରେ ଚାଲୁରହିଥିବା ରେଳ ପ୍ରକଳ୍ପ ଗୁଡିକର ଅଗ୍ରଗତି ସମ୍ବନ୍ଧରେ ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ ରେଳ ସଦନ ଠାରେ ରେଳ ମନ୍ତ୍ରୀ ଶ୍ରୀ ଅଶ୍ବିନୀ ବୈଷ୍ଣବ ବିସ୍ତୃତ ସମୀକ୍ଷା କରିଛନ୍ତି। ଏହି…
Angul News: ସପ୍ତଶଯ୍ୟାରୁ ଉଦ୍ଧାର ହେଲେ ପାଞ୍ଚ ନିଖୋଜ ଛାତ୍ର
Angul News: ଅନୁଗୋଳ: ଢ଼େଙ୍କାନାଳ ସପ୍ତଶଯ୍ୟା ପାହାଡ଼ ବୁଲି ନିଖୋଜ ହୋଇଥିବା ୫ ଛାତ୍ର ଉଦ୍ଧାର ହୋଇଛନ୍ତି।ଗତକାଲି ବିଳମ୍ବିତ ରାତିରେ ସେମାନଙ୍କୁ ସ୍ଥାନୀୟ ବାସିନ୍ଦା, ବନ ବିଭାଗ ପୋଲିସ ଦ୍ବାରା ସୁରକ୍ଷିତ ଉଦ୍ଧାର କରାଯାଇଛି।ଜଣେ ଲୋକାଲ ଛାତ୍ରଙ୍କ ସହ କଟକ ଅଞ୍ଚଳର…
ପୂର୍ବତଟ ରେଳପଥ ପକ୍ଷରୁ ଚଳିତ ବର୍ଷ ରଥ ଯାତ୍ରା ପାଇଁ ୩୧୫ ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ୱର: ରେଳ ମନ୍ତ୍ରଣାଳୟ ୬ ଜୁଲାଇରୁ ୧୯ ଜୁଲାଇ ୨୦୨୪ ପର୍ଯ୍ୟନ୍ତ ତୀର୍ଥଯାତ୍ରୀମାନଙ୍କ ସୁବିଧାଜନକ ଯାତ୍ରା ପାଇଁ ପ୍ରଭୁ ଜଗନ୍ନାଥ ରଥ ଯାତ୍ରା ସମୟରେ ପୁରୀକୁ ଏବଂ ପୁରୀ ଠାରୁ 315 ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି।…
Angul News: ଅନୁଗୁଳରେ କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ୬ ଲକ୍ଷ ଟଙ୍କା ସହାୟତା ଘୋଷଣା
Angul News: ଅନୁଗୁଳ: ଅନୁଗୁଳ ଜିଲ୍ଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ…
Angul News : ତ୍ରୁଟିପୂର୍ଣ୍ଣ ମୋତିଆ ବିନ୍ଦୁ ଅପରେସନ ଅଭିଯୋଗ ପରେ ସିଲ ହେଲା ଚକ୍ଷୁ କ୍ଲିନିକ
Angul News : ଅନୁଗୁଳ ସହରର ଅମଲାପଡା ଠାରେ ବରିଷ୍ଠ ଚକ୍ଷୁ ବିଶେଷଜ୍ଞ ଚନ୍ଦ୍ର ଶେଖର ପ୍ରଧାନଙ୍କ ପ୍ରାଇଭେଟ କ୍ଲିନିକ ପ୍ରଧାନ ଆଇ କେୟାରକୁ ଜଉ ମୁଦ ଦେଇ ସିଲ କରିଛି ପ୍ରଶାସନ। ଜିଲାପାଳଙ୍କ ନିର୍ଦେଶ କ୍ରମେ ଆଜି ପୂର୍ବାହ୍ନରେ ଏହି…
Angul News: ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ପାଇଁ ଜେଏସପି ଫାଉଣ୍ଡେସନ ନିକ୍ଷୟ ମିତ୍ର ରୂପେ ପଞ୍ଜିକୃତ
Angul News: ଅନୁଗୋଳ: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ର ସାମାଜିକ ଦାୟିତ୍ୱବୋଧ ଶାଖା ଜେଏସପି ଫାଉଣ୍ଡେସନ ନିକ୍ଷୟ ମିତ୍ର ରୂପେ ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଅଭିଯାନ ରେ ସାମିଲ ହୋଇଛି। ଏଥିପାଇଁ ଭାରତ ସରକାରଙ୍କ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର…