Angul News: ଜୁନ 26 କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି
Angul News: ଅନୁଗୁଳ /ତାଳଚେର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କର ଜନ୍ମଦିନ ଜୁନ ମାସ 26 ତାରିଖ |କେନ୍ଦ୍ରମନ୍ତ୍ରୀ ଙ୍କର ଜନ୍ମଦିନ ପାଇଁ ବିଜେପି ଏବଂ ବିଭିନ୍ନ ସଂଗଠନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି |ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟ…