Tag: Angul Khabar

Weather Updates: ଘନିଭୂତ ହେଲା ଲଘୁଚାପ, ୩ ଦିନ ପ୍ରବଳ ବର୍ଷା

Weather Updates: ସଦୃଶ ଲଘୁଚାପରେ ପରିଣତ ହେଲା ଗତକାଲି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ବର୍ତ୍ତମାନ ଏହା ପଶ୍ଚିମ କେନ୍ଦ୍ରୀୟ ଓ ତତ-ସଂଲଗ୍ନ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଉପକୂଳରେ ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ମୁହାଁ ହୋଇ ଆନ୍ଧ୍ରପ୍ରଦେଶ…

ଜିଲ୍ଲାରେ ସଂପୂର୍ଣ୍ଣ ମଦମୁକ୍ତ ଦାବିରେ ଗଣଧାରଣା

Angul News: ସାରା ଓଡିଶାରେ ମଦ ବିରୋଧରେ ସଂଗ୍ରାମ କରୁଥିବା ମିଳିତ ଓଡିଶା ନିଶାନିବାରଣ ଅଭିଯାନ ପକ୍ଷରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ତଥା ରାଜ୍ୟକୁ ମଦମୁକ୍ତ ଦାବୀରେ ଏକ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ରାଜ୍ୟ ସରକାର…

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ…

Dharmendra Pradhan: ଓଡ଼ିଶାରେ ନୂଆ ରେଳ ପ୍ରକଳ୍ପ ଯାତ୍ରୀ ସୁବିଧା, ପର୍ଯ୍ୟଟନ ସମେତ ବ୍ୟବସାୟକୁ ବଡ ଗତି ଦେବ – ଧର୍ମେନ୍ଦ୍ର ପ୍ରଧାନ

Dharmendra Pradhan: ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ମଞ୍ଜୁର ହୋଇଥିବା ଓଡ଼ିଶାର ରେଳ ପ୍ରକଳ୍ପ ସମେତ ଅନ୍ୟାନ୍ୟ ପ୍ରକଳ୍ପ ତଥା ବିଭିନ୍ନ ପଦକ୍ଷେପକୁ ସ୍ୱାଗତ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଅନୁଗୋଳରେ ଭାରତୀୟ ମଜଦୁର ସଂଘ ଦ୍ୱାରା ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ

Angul News: ଆଜି ଭାରତୀୟ ମଜଦୂର ସଂଘ ସହବନ୍ଧିତ ପର୍ଯ୍ୟବରଣ ମଂଚ,ଅନୁଗୁଳ ଜିଲ୍ଲା ତରଫରୁ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର,ଡେରା ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇ ଯାଇଛି ।ଏହି ଅବସରରେ ମୁଖ୍ୟ ଅତିଥି ରୂପେ ତାଳଚେର ଉପ ଜିଲ୍ଲାପାଳ ଶ୍ରୀ ମନୋଜ…

Angul News: ନୂତନ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କଲା ପିଏମଆଇଟି

Angul News: ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ପବିତ୍ରମୋହନ ପ୍ରଧାନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି ଠାରେ ନୂତନ ଛାତ୍ରଛାତ୍ରୀ ଙ୍କ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଇନଷ୍ଟିଚ୍ୟୁଟ ର ସଭାଘର ପରିସର ରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ…

ବିଜେପିର ସଦସ୍ୟତା ଅଭିଯାନ ପର୍ବ ସର୍ବବ୍ୟାପି ସମାବେଶୀ କରିବାକୁ ରୁଦ୍ର ପାଣିଙ୍କ ଆହ୍ୱାନ

Angul News: ଅନୁଗୁଳ:ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟ ରେ ବିଜେପି ର ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଛି |ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ ଙ୍କର ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ କର୍ମଶାଳା କୁ ବରିଷ୍ଠ ବିଜେପି ନେତା ତଥା ଢେଙ୍କାନାଳ…

Talcher Khabar: ସାର କାରଖାନା ଜମିହରା ପୂର୍ବତନ କର୍ମଚାରୀ ସଂଘ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ

Talcher Khabar : ତାଳଚେର: ତାଳଚେର ସାର କାରଖାନା ଜମିହରା ପୂର୍ବତନ କର୍ମଚାରୀ ସଂଘ ପକ୍ଷରୁ ଏକ ଦାବିପତ୍ର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ପ୍ରଦାନ କରାଯାଇଛି |ସାର କାରଖାନା ଜମିହରା ସଂଘ ର ଉପଦେଷ୍ଟା ପର୍ଶୁରାମ ବାରିକ ଓ ଆବାହକ…

58ଟି ସବଡିଭିଜନରେ ଶୀତଲଭଣ୍ଡାର କରିବାପାଇଁ ପଦକ୍ଷପ ନିଆଯାଇଛି, ଆଗାମୀ ପାଞ୍ଚ ବର୍ଷରେ ପ୍ରତି ବ୍ଲକରେ ଶୀତଳଭଣ୍ଡାର କରିବାକୁ ଲକ୍ଷ୍ୟ ରଖାଯାଇଛି- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ 484 ପ୍ରକାର ନୂଆ କିସମର ବିକାଶ କରି ରାଜ୍ୟରେ କୃଷି ବିକାଶରେ ମହତ୍ବପୂର୍ଣ୍ଣ ଯୋଗଦାନ ରଖିଛି। ଆଜି ଯଦି ଓଡିଶା ଚାଉଳ ଉତ୍ପାଦନ କ୍ଷେତ୍ରରେ ବଳକା ରାଜ୍ୟ ହୋଇପାରିଛି ତେବେ ସେଥିରେ ଆମ…

Angul News: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିନିକିଆ ଅନୁଗୁଳ ଜିଲ୍ଲା ଗସ୍ତ,ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ ଓ ନାଗରିକ ସମ୍ବର୍ଦ୍ଧନାରେ ଯୋଗଦେବେ

Angul News: ଅନୁଗୁଳ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କର ଆସନ୍ତା ସୋମବାର ଅଗଷ୍ଟ 26 ରେ ଅନୁଗୁଳ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଗଷ୍ଟ ୨୫ ରବିବାର ରାତ୍ରୀରେ ତାଳଚେର ଦିନଦୟାଲ ନଗରରେ…