Tag: Angul Khabar

ଜିନ୍ଦଲ ଷ୍ଟିଲ୍ ପକ୍ଷରୁ ଶ୍ରୀ ଓ.ପି. ଜିନ୍ଦଲଙ୍କ ୯୫ତମ ଜନ୍ମବାର୍ଷିକୀ ପାଳିତ

ଅନୁଗୁଳ: ଜିନ୍ଦଲ ଷ୍ଟିଲ୍, ଅନୁଗୁଳ ପକ୍ଷରୁ ଏହାର ଦୂରଦର୍ଶୀ ପ୍ରତିଷ୍ଠାତା ଶ୍ରୀ ଓମ୍ ପ୍ରକାଶ ଜିନ୍ଦଲ (ବାଉଜୀ)ଙ୍କ ୯୫ତମ ଜନ୍ମବାର୍ଷିକୀ ବେଶ ଆଗ୍ରହ ଓ ଉତ୍ସାହର ସହ ପାଳନ କରାଯାଇଛି। ଶିଳ୍ପ ସ୍ୱାବଲମ୍ବନ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ବାଉଜୀଙ୍କ ଐତିହ୍ୟକୁ ମନେ…

ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ସାଂସଦଙ୍କୁ ଭେଟିଲେ ପୂର୍ବତନ ଭାଜପା ଜିଲ୍ଲା ସଭାପତି ଓ କୋଷାଧ୍ୟକ୍ଷ

Angul News: ଅନୁଗୁଳ: ମାନ୍ୟବର ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଢେଙ୍କାନାଳ ଲୋକସଭା ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଭେଟିଛନ୍ତି ପୂର୍ବତନ ଭାଜପା ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ ଓ ଜିଲ୍ଲା…

ଆମର ବୌଦ୍ଧିକ ଐତିହ୍ୟକୁ ପୁର୍ନଜୀବିତ କରିବାରେ ପୁସ୍ତକର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ- ଧର୍ମେନ୍ଦ୍ର ପ୍ରଧାନ

ଶ୍ରୀନଗର: ଆମର ବୌଦ୍ଧିକ ଐତିହ୍ୟକୁ ପୁର୍ନଜୀବିତ କରିବା ସହ ସେଗୁଡ଼ିକୁ ସମସାମୟିକ ଶୈକ୍ଷିକ ଚିନ୍ତାଧାରାରେ ସଂଯୁକ୍ତ କରିବା ପାଇଁ ପୁସ୍ତକ, ଶିକ୍ଷା ଏବଂ ଜ୍ଞାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଜାତୀୟ ଶିକ୍ଷା ନୀତି ମାଧ୍ୟମରେ…

ଜିଲ୍ଲାସ୍ତରୀୟ ଚକ୍ଷୁ ପରୀକ୍ଷା ଓ ସହାୟକ ଉପକରଣ ନିର୍ଦ୍ଧାରଣ ଶିବିର

ଅନୁଗୋଳ: ସ୍ଥାନୀୟ ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ଯାଳୟ ସ୍ଥିତ ସମଗ୍ରଶିକ୍ଷା ସମ୍ମିଳନୀ କକ୍ଷଠାରେ ତା ୩୧.୦୭.୨୦୨୫ ଓ ୦୧.୦୮.୨୦୨୫ ରିଖ ଦୁଇଦିନ ବ୍ୟାପୀ ଜିଲ୍ଲା ଶିକ୍ଷା କାର୍ଯ୍ଯାଳୟ-ସମଗ୍ର ଶିକ୍ଷା, ସାଇଟସେଭେର୍ସ ଇଣ୍ଡିଆ, ଭୁବନେଶ୍ବର ଓ ଲେପ୍ରା ସୋସାଇଟି, ଭୁବନେଶ୍ବର ଆନୁକୁଲ୍ଯରେ ଜାତୀୟ…

Angul News: ଅନୁଗୋଳ ଜିଲ୍ଲା କଂଗ୍ରେସ ପକ୍ଷରୁ ସୌମ୍ୟାଶ୍ରୀଙ୍କ ଏକାଦଶାହରେ ଶୋକସଭା ଓ ସାମୁହିକ ଦୀପ ଦାନ

ଅନୁଗୋଳ: ଆଜି ପୂର୍ବାହ୍ନରେ ସ୍ଥାନୀୟ କଂଗ୍ରେସ ଭବନଠାରେ ଅନୁଗୋଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବାଲେଶ୍ଵର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମଦାହ ଜନିତ ମୃତ୍ୟୁ ସାରା ରାଜ୍ୟରେ ନାରୀ ଅସୁରକ୍ଷିତ ଓ ନ୍ୟାୟ ପାଇବାରେ ଅବହେଳିତ ବୋଲି ହୃଦୟଙ୍ଗମ…

ଓଡ଼ିଶାର ୧୧ଟି ନୂତନ ବ୍ଲକ ଆକାଂକ୍ଷୀ ବ୍ଲକରେ ସାମିଲ ହେଲା

ଭୁବନେଶ୍ୱର: ଓଡ଼ିଶାର ୧୧ଟି ନୂଆ ବ୍ଲକ ନୀତି ଆୟୋଗ ଦ୍ୱାରା ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହୋଇଛି । କେନ୍ଦୁଝର ଜିଲ୍ଲାର ୫ଟି ବ୍ଲକ ଓ ମୟୂରଭଞ୍ଜ ଜିଲ୍ଲାର ୬ଟି ନୂଆ ବ୍ଲକ ସାମିଲ ହୋଇଛି। ଏହାଦ୍ୱାରା ବର୍ତ୍ତମାନ ଓଡ଼ିଶାର ସମୁଦାୟ…

ଅନୁଗୋଳ ଜିଲ୍ଲାର ପ୍ରତିଷ୍ଠାତା ସ୍ଵଗର୍ତ ଅଦ୍ଵୈତ ପ୍ରସାଦ ସିଂହଙ୍କ ସପ୍ତଦଶତମ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ

ଅନୁଗୋଳ: ଅନୁଗୋଳ ସଭାଘର ଠାରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ିର ବରିଷ୍ଠ ନେତା ଶ୍ରୀ ପ୍ରଦୀପ ଅମାତ, ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପୂର୍ବତନ ମନ୍ତ୍ରୀ ଡଃ ନୃସିଂହ ଚରଣ…

Odisha Banda: ସୌମ୍ୟାଶ୍ରୀଙ୍କୁ ନ୍ୟାୟ ମିଳୁ ଓ ବିଚାର ବିଭାଗୀୟ ତଦନ୍ତ ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଆହୁତ ୧୨ ଘଣ୍ଟିଆ ଓଡିଶା ବନ୍ଦ ସମ୍ପୂର୍ଣ୍ଣ ସଫଳ

Odisha Banda: ଅନୁଗୋଳ: ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାସଙ୍କ ଆହ୍ବାନ କ୍ରମେ ଓଡିଶା ବନ୍ଦ ଆଜି ଅନୁଗୋଳ ଜିଲ୍ଲାରେ ସମ୍ପୂର୍ଣ୍ଣ ସଫଳ ହୋଇଛି। ଅନୁଗୋଳ ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଅନୁଷ୍ଠାନ, କାର୍ଯ୍ୟାଳୟ, ସମସ୍ତ ବ୍ୟାଙ୍କ,…

Angul News: ରାହୁଲ୍ ଗାନ୍ଧୀଙ୍କ ଓଡ଼ିଶା ଆଗମନ ଅବସର ରେ ସାମାଜିକ ଅନୁଷ୍ଠାନ ମାନଙ୍କର ପ୍ରସ୍ତୁତି ବୈଠକ

Angul News: ଅନୁଗୋଳ: ଶ୍ରୀଯୁକ୍ତ ରାହୁଲ୍ ଗାନ୍ଧୀ , ଏ.ଆଇ. ସି.ସି ସଭାପତି ଶ୍ରୀ ମଲ୍ଲିକା ଯୁର୍ଣ୍ଣ ଖାଡଗେ ଜୀ ଓ ସଂଗଠନ ର ସମ୍ପାଦକ କେ. ସି ବେନୁଗୋପାଲ ଜି ଙ୍କ ଓଡିଶା ଆଗମନ ଅବସର ରେ କିଛି ସାମାଜିକ…

Angul News: ଅନୁଗୋଳରେ ‘ଭାରତ ବନ୍ଦ’ ସଫଳ

Angul News: ଅନୁଗୁଳ: କେନ୍ଦ୍ର ବିଜେପି ସରକାର ଦ୍ୱାରା ଶ୍ରମିକ ଶ୍ରେଣୀର କଷ୍ଟାର୍ଜିତ ୨୯ଟି ଶ୍ରମ ଆଇନ୍କୁ ଉଚ୍ଛେଦ କରି ପ୍ରଣୟନ କରାଯାଇଥିବା ଶ୍ରମିକ ବିରୋଧୀ ଓ କର୍ପୋରେଟ୍ ସପକ୍ଷବାଦୀ ୪ଟି ଶ୍ରମକୋଡ୍କୁ ବାତିଲ କରିବା, ନାଲକୋ, ଏନ୍.ଟି.ପି.ସି., ଏମ୍.ସି.ଏଲ୍ ଭଳି…