Tag: Angul

ଭୋଟ୍ ଚୋରି ସମ୍ପର୍କିତ ଅନୁଗୋଳ ଜିଲ୍ଲା କଂଗ୍ରେସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ଅନୁଗୋଳ: ଆଜି ପୂର୍ବାହ୍ନରେ ଅନୁଗୋଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ସଭାପତି ଅମ୍ବିକା ପ୍ରସାଦ ଭଟ୍ଟଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ କଂଗ୍ରେସ ଭବନଠାରେ ଭୋଟ ଚୋରି ନେଇ ଲୋକସଭାର ବିରୋଧୀ ଦଳର ନେତା ରାହୁଳ ଗାନ୍ଧୀଙ୍କ ଖୋଲାସାକୁ ପ୍ରଦର୍ଶିତ…

ହାତୀ ଉପଦ୍ରବକୁ ନେଇ ସଂସଦର ଧ୍ୟାନ ଆକର୍ଷଣ କଲେ ରୁଦ୍ର ନାରାୟଣ ପାଣି

ଅନୁଗୁଳ: ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ହାତୀ ଉପଦ୍ରଵ ଦିନକୁ ଦିନ ବଢ଼ିବାରେ ଲାଗିଛି, ପ୍ରତ୍ୟେହ ବହୁ ଧନ ଜୀବନ ନଷ୍ଟ ହେଇଛି।ଏହାକୁ ନେଇ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ସଂସଦରେ ଧ୍ୟାନ ଆକର୍ଷଣ କରିବା ସହ ଜଙ୍ଗଲ ଓ…

ରାକ୍ଷୀ ପୂର୍ଣ୍ଣିମାରେ ସ୍ୱଦେଶୀ ସାମଗ୍ରୀ ବ୍ୟବହାର କରିବା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମସ୍ତ ଦେଶବାସୀଙ୍କୁ “ଭୋକାଲ୍ ଫର୍ ଲୋକାଲ୍” ଅଭିଯାନକୁ ସମର୍ଥନ ଦେବା ପାଇଁ ନିବେଦନ କରିଛନ୍ତି। ଶ୍ରୀ ପ୍ରଧାନ ‘ଏକ୍ସ’ରେ ଓଡ଼ିଶା ସମେତ ଦେଶବାସୀଙ୍କୁ ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି…

ଜିନ୍ଦଲ ଷ୍ଟିଲ୍ ପକ୍ଷରୁ ଶ୍ରୀ ଓ.ପି. ଜିନ୍ଦଲଙ୍କ ୯୫ତମ ଜନ୍ମବାର୍ଷିକୀ ପାଳିତ

ଅନୁଗୁଳ: ଜିନ୍ଦଲ ଷ୍ଟିଲ୍, ଅନୁଗୁଳ ପକ୍ଷରୁ ଏହାର ଦୂରଦର୍ଶୀ ପ୍ରତିଷ୍ଠାତା ଶ୍ରୀ ଓମ୍ ପ୍ରକାଶ ଜିନ୍ଦଲ (ବାଉଜୀ)ଙ୍କ ୯୫ତମ ଜନ୍ମବାର୍ଷିକୀ ବେଶ ଆଗ୍ରହ ଓ ଉତ୍ସାହର ସହ ପାଳନ କରାଯାଇଛି। ଶିଳ୍ପ ସ୍ୱାବଲମ୍ବନ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ବାଉଜୀଙ୍କ ଐତିହ୍ୟକୁ ମନେ…

ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ସାଂସଦଙ୍କୁ ଭେଟିଲେ ପୂର୍ବତନ ଭାଜପା ଜିଲ୍ଲା ସଭାପତି ଓ କୋଷାଧ୍ୟକ୍ଷ

Angul News: ଅନୁଗୁଳ: ମାନ୍ୟବର ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଢେଙ୍କାନାଳ ଲୋକସଭା ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଭେଟିଛନ୍ତି ପୂର୍ବତନ ଭାଜପା ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ ଓ ଜିଲ୍ଲା…

ଆମର ବୌଦ୍ଧିକ ଐତିହ୍ୟକୁ ପୁର୍ନଜୀବିତ କରିବାରେ ପୁସ୍ତକର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ- ଧର୍ମେନ୍ଦ୍ର ପ୍ରଧାନ

ଶ୍ରୀନଗର: ଆମର ବୌଦ୍ଧିକ ଐତିହ୍ୟକୁ ପୁର୍ନଜୀବିତ କରିବା ସହ ସେଗୁଡ଼ିକୁ ସମସାମୟିକ ଶୈକ୍ଷିକ ଚିନ୍ତାଧାରାରେ ସଂଯୁକ୍ତ କରିବା ପାଇଁ ପୁସ୍ତକ, ଶିକ୍ଷା ଏବଂ ଜ୍ଞାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଜାତୀୟ ଶିକ୍ଷା ନୀତି ମାଧ୍ୟମରେ…

ଜିଲ୍ଲାସ୍ତରୀୟ ଚକ୍ଷୁ ପରୀକ୍ଷା ଓ ସହାୟକ ଉପକରଣ ନିର୍ଦ୍ଧାରଣ ଶିବିର

ଅନୁଗୋଳ: ସ୍ଥାନୀୟ ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ଯାଳୟ ସ୍ଥିତ ସମଗ୍ରଶିକ୍ଷା ସମ୍ମିଳନୀ କକ୍ଷଠାରେ ତା ୩୧.୦୭.୨୦୨୫ ଓ ୦୧.୦୮.୨୦୨୫ ରିଖ ଦୁଇଦିନ ବ୍ୟାପୀ ଜିଲ୍ଲା ଶିକ୍ଷା କାର୍ଯ୍ଯାଳୟ-ସମଗ୍ର ଶିକ୍ଷା, ସାଇଟସେଭେର୍ସ ଇଣ୍ଡିଆ, ଭୁବନେଶ୍ବର ଓ ଲେପ୍ରା ସୋସାଇଟି, ଭୁବନେଶ୍ବର ଆନୁକୁଲ୍ଯରେ ଜାତୀୟ…

ଓ.ପି. ଜିନ୍ଦଲ ସ୍କୁଲରେ ପଦାଭିଷିକ୍ତ ସମାରୋହ ଅନୁଷ୍ଠିତ

ଅନୁଗୁଳ: ଓ.ପି. ଜିନ୍ଦଲ ସ୍କୁଲ, ଅନୁଗୁଳ ପକ୍ଷରୁ ଜିନ୍ଦଲ ନଗର ସ୍ଥିତ ଇଡେନ ଗାର୍ଡେନ ଠାରେ ବେଶ ଉତ୍ସାହର ସହିତ ପଦାଭିଷିକ୍ତ ବା ପଦବୀ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିନ୍ଦଲ ଷ୍ଟିଲର ସଭାପତି ତଥା ସିଏଚ୍ଆରଓ…

କାର୍ଗିଲ ବିଜୟ ଦିବସ ପାଳନ

ଅନୁଗୋଳ: ଆଜି ଜୁଲାଇ ୨୬ ତାରିଖରେ ୟୁବ ଓ କ୍ରୀଡ଼ା ମନ୍ତ୍ରାଳୟ ଭାରତ ସରକାର ଓ ମେରା ୟୁବା ଭାରତ ଅନୁଗୋଳ ଜିଲ୍ଲା ତରଫରୁ ନାଲକୋନଗର ଦିଲ୍ଲୀ ପବ୍ଲିକ ହାଇସ୍କୁଲ ପରିସର କାର୍ଗିଲ ବିଜୟ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମ…