Tag: Angul

ଅନ୍ତର୍ଜାତୀୟ ନିଶା ଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧ ଦିବସ ୨୦୨୫ ପାଳିତ

ଅନୁଗୋଳ: ଜିଲ୍ଲା ପ୍ରଶାସନ, ଅନୁଗୋଳ ଦ୍ୱାରା ତା ୨୬.୦୬.୨୫ ରିଖ ଦିନ ଅନ୍ତର୍ଜାତୀୟ ନିଶା ଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ ଚାଲାଣ ବିରୋଧ ଦିବସ ୨୦୨୫ ଅନୁଗୋଳ ଗାନ୍ଧୀ ମାର୍ଗ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,…

2750 କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଜୁନ୍ ୨୦୨୫ରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ 2750 କୋଟିରୁ ଅଧିକ ମୂଲ୍ୟର ଯୋଜନାଗୁଡ଼ିକର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି କାର୍ଯ୍ୟକ୍ରମ ‘ବିକଶିତ…

ଅନୁଗୋଳରେ ଏବିଭିପିର ସାମ୍ବାଦିକ ସମ୍ମିଳନୀ

ଅନୁଗୋଳ: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଅନୁଗୋଳ ତରଫରୁ ସ୍ଥାନୀୟ ସରସ୍ଵତୀ ଶିଶୁ ମନ୍ଦିର, ଗନ୍ଧୀମାର୍ଗ ଠାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି । ପ୍ରକାଶ ଥାଉ କି ଜୁନ ୫ରୁ ୮ ଚାରି ଦିନ ଧରି ବାରିପଦା ସ୍ଥିତ ସାଇ…

କେନ୍ଦ୍ର ସରକାରର 11 ବର୍ଷ ରାଜ୍ୟ ର ଏକ ବର୍ଷ ପୂର୍ତ୍ତି ଛେଣ୍ଡିପଦା ରେ ବିଜେପି ର ସଂକଳ୍ପ ସଭା

ଅନୁଗୁଳ :ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ର ଛେଣ୍ଡିପଦା ମଣ୍ଡଳ ରେ କେନ୍ଦ୍ର ମୋଦି ସରକାର ର 11 ବର୍ଷ ଓ ରାଜ୍ୟ ମୋହନ ସରକାର ର ଏକ ବର୍ଷ ଉପଲକ୍ଷେ ଏକ ସଂକଳ୍ପ ସଭା ମଙ୍ଗଳବାର ଦିନ ଅନୁଷ୍ଠିତ…

ଓଡିଶା ପ୍ରଦେଶ ବିଜେପି ର ପ୍ରଥମ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ଦେହାନ୍ତ, ଶ୍ରଦ୍ଧାଞ୍ଜଳି ଜଣାଇଲେ କାଳନ୍ଦି ସାମଲ

ତାଳଚେର :ବିଜେପି ର ଓଡିଶା ପ୍ରଦେଶ ର ପ୍ରଥମ ବିଧାୟକ ପ୍ରସନ୍ନ ପଟ୍ଟନାୟକ ଙ୍କର ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ର ଏକ ଘରୋଇ ଡାକ୍ତରଖାନା ରେ ପରଲୋକ ହୋଇଯାଇଛି |ଏ ଖବର ମିଳିବା ପରେ ବିଜେପି ର ବରିଷ୍ଠ ନେତା କାଳନ୍ଦି…

ବନ୍ଧୁକ ତିଆରି ସାମଗ୍ରୀ ଜବତ, ଜଣେ ଗିରଫ

ରେଙ୍ଗାଳି ୨୬.୫ କଣିହାଁ ବ୍ଲକ ରେଙ୍ଗାଳି ପୋଲିସ ଆଜି ଏକ ଦେଶୀ ବନ୍ଧୁକ କାରଖାନା ଠାବ କରିଛି । ବନ୍ଧୁକ ତିଆରି ସାମଗ୍ରୀ ଜବତ କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି। ପୋଲିସ ସୂତ୍ରରୁ…

ବ୍ରିଟିଶ ସମୟରୁ ତାଳଚେର ସମୃଦ୍ଧ ଏବଂ ସମ୍ପନ୍ନ ଅଞ୍ଚଳ ଭାବେ ପରିଚିତ – ଧର୍ମେନ୍ଦ୍ର ପ୍ରଧାନ

ତାଳଚେର: ଓଡ଼ିଶାର ଅବିଭକ୍ତ ଢେଙ୍କାନାଳ ଜିଲ୍ଲା ତଥା ବର୍ତ୍ତମାନର ଅନୁଗୋଳ ଜିଲ୍ଲାର ତାଳଚେର ଗୋଟିଏ ବିଭବଶାଳୀ ଅଞ୍ଚଳ । ବିଗତ ବ୍ରିଟିଶ ସମୟରୁ ଆମ ତାଳଚେର ସମୃଦ୍ଧ ଏବଂ ସମ୍ପନ୍ନ ଅଞ୍ଚଳ ଭାବେ ପରିଚିତ । ଏହି ଅଞ୍ଚଳରେ ସ୍କୁଲ ଶିକ୍ଷା…

ମେ 23ରେ ତାଳଚେରରେ କେନ୍ଦ୍ରୀୟ ବିଦ୍ୟାଳୟର ଉଦଘାଟନ ସହ ପରାକ୍ରମ ଶୋଭାଯାତ୍ରାରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ତାଳଚେର : ତାଳଚେରବାସୀଙ୍କର ବହୁ ଦିନର ଆଶା ପୂରଣ ହେବା ପାଇଁ ଯାଉଛି, ଆସନ୍ତା ମେ 23 ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଳଚେରରେ ଆଉ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟର ଉଦଘାଟନ କରିବେ। ତାଳଚେର ପୁରୁଣା ଯୁବରାଜ ହାଇସ୍କୁଲଠାରେ କେନ୍ଦ୍ରୀୟ ବିଦ୍ୟାଳୟର…

ଶ୍ରମକୋଡ୍ ବାତିଲ ଦାବିରେ କେନ୍ଦ୍ରୀୟ ଶ୍ରମିକ ସଂଗଠନ ମିଳିତ ମଞ୍ଚ ପକ୍ଷରୁ ୨୦ମେ’ରେ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଶ୍ରମିକ ବିକ୍ଷୋଭ

ଅନୁଗୁଳ: କେନ୍ଦ୍ର ବିଜେପି ସରକାର ଦ୍ୱାରା ଶ୍ରମିକ ଶ୍ରେଣୀର କଷ୍ଟାର୍ଜିତ ୨୯ଟି ଶ୍ରମ ଆଇନ୍କୁ ଉଚ୍ଛେଦ କରି ପ୍ରଣୟନ କରାଯାଇଥିବା ଶ୍ରମିକ ବିରୋଧୀ ଓ କର୍ପୋରେଟ୍ ସପକ୍ଷବାଦୀ ୪ଟି ଶ୍ରମକୋଡ୍କୁ ବାତିଲ କରିବା, ନାଲକୋ, ଏନ୍.ଟି.ପି.ସି., ଏମ୍.ସି.ଏଲ୍ ଭଳି ରାଷ୍ଟ୍ରାୟତ୍ତ ଉଦ୍ୟୋଗ…