ଶିକ୍ଷକ ନିଯୁକ୍ତି ଦାବିରେ ବଲଙ୍ଗ ପଞ୍ଚାୟତବାସୀଙ୍କ ଜିଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ବିକ୍ଷୋଭ
ଅନୁଗୁଳ (ସୁବ୍ରତ ପଟ୍ଟନାୟକ): ଅନୁଗୁଳ ବ୍ଲକ ଅନ୍ତର୍ଗତ ବଲଙ୍ଗ ପଞ୍ଚାୟତ ରେ ଅବସ୍ଥିତ ବଲଙ୍ଗ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ତୁରନ୍ତ ଶିକ୍ଷକ ନିଯୁକ୍ତି କରିବା ଦାବିରେ ଆଜି ବଲଙ୍ଗ ପଞ୍ଚାୟତ ଅନ୍ତର୍ଗତ ବଲଙ୍ଗ , ତଳସିରା , ଲବଙ୍ଗୀ , ଜୁକୁବୁ…
