Angul News: ରେଳ ଷ୍ଟେସନର ଦ୍ରୁତ ବିକାଶ ସହ ତାଳଚେର ବିମଳାଗଡ଼ ରେଳ ଲାଇନ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ,ରେଳମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କାଳନ୍ଦି ସାମଲ
Angul Khabar: ତାଳଚେର-ବିମଳାଗଡ଼ ନୂଆ ରେଳ ଲାଇନରେ ନିର୍ମାଣ କାର୍ଯ୍ୟକୁ ଉଭୟ ପାର୍ଶ୍ୱରୁ, ଯଥା ତାଳଚେର ପାର୍ଶ୍ୱ ଏବଂ ବିମଳାଗଡ଼ ପାର୍ଶ୍ୱରୁ ସମ୍ପାଦନ କରାଯିବାକୁ ଏକ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଅଛି। ଏଗୁଡିକ ବ୍ୟତୀତ, ଅମୃତ ଷ୍ଟେସନ ଗୁଡିକର ପୁନର୍ବିକାଶ କାର୍ଯ୍ୟ…