Tag: Bjp

ରୁଙ୍ଗଟା ମେଟାଲିକ ପ୍ରାଇଭେଟ୍ ଲିମିଟେଡର ଶିଳ୍ପ ପ୍ରତିଷ୍ଠା ନେଇ ୩ ଗ୍ରାମବାସୀଙ୍କ ବିରୋଧ ସହ ବାତିଲ ପାଇଁ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ରାଷ୍ଟ୍ରମନ୍ତ୍ରୀଙ୍କୁ ଲିଖିତ ଦାବିପତ୍ର

ରାଇରଙ୍ଗପୁର(ଶ୍ୟାମଳେନ୍ଦୁ ପରିଡ଼ା): ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ସହର ତଥା ମହାମହିମ ରାଷ୍ଟ୍ରପତିଙ୍କ ବାସ ଭଵନରୁ ମାତ୍ର ୩ କିମି ଦୂରରେ ଦୂର ଦାଣ୍ଡବୋଷ,ଆନନ୍ଦପୁର ଏବଂ କଣ୍ଟାବଣି ଗ୍ରାମର‌୪୫୩ ଏକର ଜମିରୁ ବର୍ତ୍ତମାନ ଏବଂ ଆଗକୁ ୩୫୦ ଏକର ଜମି ଅଧିଗ୍ରହଣ ହେବାର…

ଆମଲାବେଡାରେ ଜୁମ୍ବାଗାଡା କ୍ଷୁଦ୍ରବନ୍ଧ ଯୋଜନାର ବୈଷୟିକ ସର୍ବେକ୍ଷଣ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଇଂ ବିଶେଶ୍ୱର ଟୁଡୁଙ୍କ ଯୋଗଦାନ

ରାଇରଙ୍ଗପୁର (ଶ୍ୟାମାଳେନ୍ଦୁ ପରିଡା): ମୟୂରଭଞ୍ଜ ଜିଲ୍ଲାର ସିମାନ୍ତ ଜାମଦା ବ୍ଳକର ତେଣ୍ଡା ପଞ୍ଚାୟତର ଆମଲାବେଡା ଗ୍ରାମ ସନ୍ନିକଟ ଜୁମ୍ବାଗାଡା କ୍ଷୁଦ୍ର ନଦୀବନ୍ଧ ପ୍ରକଳ୍ପ ନେଇ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ରାଷ୍ଟ୍ରମନ୍ତ୍ରୀ ଇଂ ବିଶେଶ୍ୱର ଟୁଡୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କେନ୍ଦ୍ର ଓ…

ଭାରତର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ଟ୍ରେନ ଓ୍ୱାଗନ ପ୍ରଚଳନକୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଭୁବନେଶ୍ୱର ରେଳ ଷ୍ଟେସନଠାରେ ଶୁଭାରମ୍ଭ କରିଛନ୍ତି

ଭୁବନେଶ୍ୱର: ମାନ୍ୟବର ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେସନ ଠାରୁ ଭାରତର ପ୍ରଥମ ଆଲୁମୁନିୟମ ପଣ୍ୟବାହୀ (BOBRNALHSM1) ଟ୍ରେନ (ୱାଗନ) ରେକ କୁ ଉଦ୍ଘାଟନ କରିଛନ୍ତି | ଏହି…

କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କୁ ଜିଲ୍ଲା ବିଜେପି ସ୍ୱାଗତ ସମ୍ବର୍ଦ୍ଧନା

ଅନୁଗୁଳ (ସୁବ୍ରତ ପଟ୍ଟନାୟକ): କେନ୍ଦ୍ର ଆଦିବାସୀ ଓ ଜଳ ଶକ୍ତି ମନ୍ତ୍ରୀ ବିଶେଶ୍ୱର ଟୁଡୁ, ଓ ବିକାଶ ଫାଉଣ୍ଡେସନ ଟ୍ରଷ୍ଟ ର ଅଧ୍ୟକ୍ଷା ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଧର୍ମପତ୍ନୀ ମୃଦୁଳା ଠାକୁର ପ୍ରଧାନ ନାଲକୋ ସରସ୍ବତୀ ବିଦ୍ୟା…

ମା’ମଣିନାଗଙ୍କ ସେବା କରିବା ପାଇଁ ସୁଯୋଗ ଦେଇଥିବାରୁ ରଣପୁରବାସୀଙ୍କ ନିକଟରେ ମୁଁ କୃତଜ୍ଞ: ଧର୍ମେନ୍ଦ୍ର ପ୍ରଧାନ

ରଣପୁର/ନୟାଗଡ଼: ନୟାଗଡ଼ ଜିଲ୍ଲା ରଣପୁରର ପ୍ରସିଦ୍ଧ ମା’ ମଣିନାଗ ପୀଠର ସୌନ୍ଦର୍ଯ୍ୟକରଣ ବୃଦ୍ଧି ପାଇଁ ପର୍ଯ୍ୟଟକ ସୁବିଧା ନିମନ୍ତେ ହୋଇଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଗୁରୁବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରକମଳରେ ଲୋକାର୍ପିତ…

ଆସନ୍ତାକାଲି ପୁରୀ ଧାମରେ ଦେଶର ଦ୍ୱିତୀୟ ‘ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ’ର ଲୋକାର୍ପଣ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି (ମଙ୍ଗଳବାର) ପୁରୀ ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀସଦାଶିବ କ୍ୟାମ୍ପସ ପରିସରରେ ଦେଶର ଦ୍ୱିତୀୟ ‘ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ’ର ଲୋକାର୍ପଣ କରିବେ ।  ଉଜ୍ଜୟିନୀ…

ଆସନ୍ତା ୫ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା କଲ୍ୟାଣ ମଣ୍ଡପର ଭୂମିପୂଜନ, ସ୍ଥିତି ପରଖିଲେ କାଳନ୍ଦୀ ସାମଲ

ତାଳଚେର (ସୁବ୍ରତ ପଟ୍ଟନାୟକ): କେନ୍ଦ୍ର ଶିକ୍ଷା ଦକ୍ଷତା ବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ଅକ୍ଟୋବର ୫ ତାରିଖରେ ନିଜ ଜନ୍ମମାଟି ତାଳଚେର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗ ଦେବାର ସ୍ଥିରୀକୃତ ହୋଇଛି। ତାଳଚେର…

ବିଜେଡିକୁ ଛାଡି ବିଜେପି ରେ ମିଶିଲେ ତେଜେଶ୍ୱର ପରିଡା

ଅନୁଗୋଳ(ସୁବ୍ରତ ପଟ୍ଟନାୟକ): ବିଜେଡି ଛାଡ଼ି ବିଜେପିରେ ମିଶିଲେ ତେଜେଶ୍ୱର ପରିଡ଼ା । ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡର ପୂର୍ବତନ ସଭାପତି ପଦରୁ ମଧ୍ୟ ତେଜେଶ୍ବର ପରିଡ଼ା ଇସ୍ତଫା ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି , ରାଜ୍ୟ ପ୍ରଭାରୀ…

ଓଡ଼ିଶା ସରକାର ହେଉଛନ୍ତି ଧୃତରାଷ୍ଟ୍ର : ଧର୍ମେନ୍ଦ୍ର ପ୍ରଧାନ

ଅନୁଗୋଳ(ସୁବ୍ରତ ପଟ୍ଟନାୟକ): ଆଜିର ବିଶାଳ ରାଲିକୁ ସମ୍ବୋଦ୍ଧିତ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର କହିଛନ୍ତି କି ଏଠାକାର ସରକାର ସବୁ ଜାଣି ମଧ୍ୟ ନିଜ ସ୍ୱାର୍ଥ ପାଇଁ ଲୋକକଲ୍ୟାଣକୁ ବଳି ପକାଉଛନ୍ତି। ଶାସନ…

ଧର୍ମେନ୍ଦ୍ରଙ୍କ ଦିନିକିଆ ଅବିଭକ୍ତ ଢେଙ୍କାନାଳ ଜିଲ୍ଲା ଗସ୍ତ

ଅନୁଗୋଳ(ସୁବ୍ରତ ପଟ୍ଟନାୟକ): ସମ୍ବଲପୁର, ଅନୁଗୁଳ, ତାଳଚେର ଓ ଢେଙ୍କାନାଳ ଜିଲ୍ଲାବାସୀଙ୍କୁ ରେଳ ବିଭାଗ ପକ୍ଷରୁ ଭେଟି।ଆସନ୍ତା ନଭେମ୍ବରରୁ ଏହି ସବୁ ସ୍ଥାନ ଦେଇ କଲିକତା ଅଭିମୁଖେ ଯାତ୍ରା କରିବ ନୂଆ ଟ୍ରେନ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ,…