Angul New: ଅନୁଗୋଳରେ ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ବାର୍ଷିକ ୧୦ ଲକ୍ଷ ଗଛ ଲଗାଇବା: ଧର୍ମେନ୍ଦ୍ର ପ୍ରଧାନ
Angul Khabar:ତାଳଚେର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ତାଳଚେର ହାଣ୍ଡିଧୁଆ ଗ୍ରାମର ଖେଳପଡ଼ିଆ ଏବଂ ଗୋପାଳପ୍ରସାଦ ରିଜର୍ଭ ଫରେଷ୍ଟରେ ପୃଥକ ପୃଥକ ଭାବରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅନ୍ତର୍ଗତ ବୃକ୍ଷରୋପଣ ଅଭିଯାନ ଓ ୭୬ତମ…