ନୂଆ ପାଠ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ ସର୍ଭେରେ ଅଂଶଗ୍ରହଣ କରିବାକୁ ଜନସାଧାରଣଙ୍କୁ ଅପିଲ କଲେ କେନ୍ଦ୍ରମନ୍ତ୍ରୀ Dharmendra Pradhan
ନୂଆଦିଲ୍ଲୀ/ଭୁବନେଶ୍ୱର (ସୁବ୍ରତ ପଟ୍ଟନାୟକ): ଜାତୀୟ ଶିକ୍ଷା ନୀତି – ୨୦୨୦ (NEP) ଅଧୀନରେ ଏକ ନୂଆ ପାଠ୍ୟକ୍ରମ ବିକଶିତ କରିବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନ୍ୟାସନାଲ କରିକୁଲମ ଫ୍ରେମଓ୍ୱାର୍କ(NCF) ତଥା ଜାତୀୟ…