Angul News: ଜୁନ୍ ୨୫କୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳନ କରିବା ନିଷ୍ପତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ
Angul News: ନୂଆଦିଲ୍ଲୀ/ଭୁବନେଶ୍ୱର: ଜରୁରୀକାଳୀନ ପରିସ୍ଥିତିର କଷ୍ଟକୁ ସହ୍ୟ କରିଥିବା ଲୋକଙ୍କୁ ସ୍ମରଣ କରିବା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧର ପୁନଃପ୍ରତିଷ୍ଠା କରିବା ପାଇଁ ପ୍ରତିବର୍ଷ ଜୁନ୍ ୨୫ ତାରିଖକୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳନ କରିବା ପାଇଁ ଭାରତ ସରକାର…