ଅନୁଗୋଳର ବିସ୍ଥାପିତ ପରାବିଲ ଗ୍ରାମବାସୀଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରି ଥଇଥାନ କରିବା ପାଇଁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅନୁଗୁଳ/ତାଳଚେର: ଅନୁଗୁଳ ଜିଲ୍ଲାର ପବିତ୍ରନଗର ନୂଆ ବସ୍ତିରେ ଥିବା ବିସ୍ଥାପିତ ପରାବିଲ ଗ୍ରାମବାସୀଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରି ସେମାନଙ୍କୁ ଥଇଥାନ କରିବା ସହ ଭୂମି ଅଧିଗ୍ରହଣ ସମୟରେ ନଷ୍ଟ ହୋଇଯାଇଥିବା ପାଣିହତାର ପୁନରୁଦ୍ଧାର ପାଇଁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ…