ଆସନ୍ତାକାଲି ପୁରୀ ଧାମରେ ଦେଶର ଦ୍ୱିତୀୟ ‘ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ’ର ଲୋକାର୍ପଣ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି (ମଙ୍ଗଳବାର) ପୁରୀ ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀସଦାଶିବ କ୍ୟାମ୍ପସ ପରିସରରେ ଦେଶର ଦ୍ୱିତୀୟ ‘ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ’ର ଲୋକାର୍ପଣ କରିବେ । ଉଜ୍ଜୟିନୀ…