Odisha News: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ୍ୟୁ ଘଟଣା: ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁକମ୍ପା ମୂଳକ ଅର୍ଥ ରାଶି ପ୍ରଦାନ
Odisha News:ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ (୩୭) ଙ୍କ ଶିକାରୀ ଙ୍କ ଗୁଳିରେ ପ୍ରାଣହାନୀ ଘଟଣା ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକ ଙ୍କ ପରିବାର…