Tag: former central minister Dr Debendra Pradhan Passess away at delhi

Dr Debendra Pradhan: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗ ଜିଲ୍ଲା ବିଜେପିର ଶୋକ

Dr Debendra Pradhan:ଅନୁଗୁଳ : ପରଲୋକରେ ଡକ୍ଟର ଦେବେନ୍ଦ୍ର ପ୍ରଧାନ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ହୋଇଛି । ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି । ଡକ୍ଟର ଦେବେନ୍ଦ୍ର ପ୍ରଧାନ ଏକାଧାରରେ ଜଣେ ଚିକିତ୍ସକ, କୃଷିବିତ…