Tag: Heavy Rain Alert

Weather Updates: ଘନିଭୂତ ହେଲା ଲଘୁଚାପ, ୩ ଦିନ ପ୍ରବଳ ବର୍ଷା

Weather Updates: ସଦୃଶ ଲଘୁଚାପରେ ପରିଣତ ହେଲା ଗତକାଲି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ବର୍ତ୍ତମାନ ଏହା ପଶ୍ଚିମ କେନ୍ଦ୍ରୀୟ ଓ ତତ-ସଂଲଗ୍ନ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଉପକୂଳରେ ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ମୁହାଁ ହୋଇ ଆନ୍ଧ୍ରପ୍ରଦେଶ…