Tag: indian railway

ସୁନାବେଶ ଓ ଅଧରପଣା ପାଇଁ ସ୍ୱତନ୍ତ୍ର ଟ୍ରେନ୍

Angul News: ଯାତ୍ରୀମାନଙ୍କୁ ଆରାମଦାୟକ ଯାତ୍ରା ଯୋଗାଇବା ଏବଂ ପ୍ରଭୁ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା-2024 ସମୟରେ ପୁରୀକୁ ଚଳାଚଳ କରୁଥିବା ନିୟମିତ ଟ୍ରେନରେ ଯାତ୍ରୀଭିଡ଼କୁ ଏଡ଼ାଇବା ସହିତ ରାଜ୍ୟର ବିଭିନ୍ନ ପ୍ରାନ୍ତ ଓ ପଡୋଶୀ ରାଜ୍ୟ ମାନଙ୍କରୁ ପୁରୀ କୁ…

ପୂର୍ବତଟ ରେଳପଥ ପକ୍ଷରୁ ଚଳିତ ବର୍ଷ ରଥ ଯାତ୍ରା ପାଇଁ ୩୧୫ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ରେଳ ମନ୍ତ୍ରଣାଳୟ ୬ ଜୁଲାଇରୁ ୧୯ ଜୁଲାଇ ୨୦୨୪ ପର୍ଯ୍ୟନ୍ତ ତୀର୍ଥଯାତ୍ରୀମାନଙ୍କ ସୁବିଧାଜନକ ଯାତ୍ରା ପାଇଁ ପ୍ରଭୁ ଜଗନ୍ନାଥ ରଥ ଯାତ୍ରା ସମୟରେ ପୁରୀକୁ ଏବଂ ପୁରୀ ଠାରୁ 315 ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି।…

Angul News: ଟିଟିଲାଗଡଠାରେ ରେଳ ଫ୍ଲାଏ ଓଭର ନିର୍ମାଣ ପାଇଁ ୧୮୩.୮୯ କୋଟି ଟଙ୍କା ମଞ୍ଜୁର

Angul News: ଭୁବନେଶ୍ୱର: ପୂର୍ବତଟ ରେଳପଥର ସମ୍ବଲପୁର ରେଳ ମଣ୍ଡଳ ଅନ୍ତର୍ଗତ ଟିଟିଲାଗଡ ଜଙ୍କସନ ଷ୍ଟେସନରେ ବୃଦ୍ଧି ପାଉଥିବା ରେଳ ଚଳାଚଳ ଏବଂ ଯାତାୟାତକୁ ଦୃଷ୍ଟିରେ ରଖି ରାୟପୁର-ବିଜୟନଗରମ, ଟିଟିଲାଗଡ-ସମ୍ବଲପୁର ଓ ସମ୍ବଲପୁର-ରାୟପୁର ରେଳ ସେକ୍ସନରେ ଟ୍ରେନ ଚଳାଚଳକୁ ସୁଗମ କରିବା…

ଭାରତର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ଟ୍ରେନ ଓ୍ୱାଗନ ପ୍ରଚଳନକୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଭୁବନେଶ୍ୱର ରେଳ ଷ୍ଟେସନଠାରେ ଶୁଭାରମ୍ଭ କରିଛନ୍ତି

ଭୁବନେଶ୍ୱର: ମାନ୍ୟବର ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେସନ ଠାରୁ ଭାରତର ପ୍ରଥମ ଆଲୁମୁନିୟମ ପଣ୍ୟବାହୀ (BOBRNALHSM1) ଟ୍ରେନ (ୱାଗନ) ରେକ କୁ ଉଦ୍ଘାଟନ କରିଛନ୍ତି | ଏହି…

ରେଳ ବୋର୍ଡ ର ଅଧ୍ୟକ୍ଷ ଙ୍କୁ ଦାବିପତ୍ର ପ୍ରଦାନ କଲେ ବିଧାୟକ ବ୍ରଜ କିଶୋର ପ୍ରଧାନ

ଅନୁଗୋଳ(ସୁବ୍ରତ ପଟ୍ଟନାୟକ): ଭାରତୀୟ ରେଲୱେ ବୋର୍ଡର ଅଧ୍ୟକ୍ଷ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ବିନୟ କୁମାର ତ୍ରିପାଠୀଙ୍କ ଦିନିକିଆ ତାଳଚେର ଗସ୍ତ । ଏହି କ୍ରମରେ ତାଳଚେର ରେଲୱେ ଷ୍ଟେସନଠାରେ ବିଧାୟକ ତାଳଚେର ଶ୍ରୀ ବ୍ରଜକିଶୋର ପ୍ରଧାନ ଶ୍ରୀ ତ୍ରିପାଠୀ…

ତାଳଚେର-ବିମଳାଗଡ଼ ରେଳପଥର ବାରୁଆଁ ଟନେଲର କାର୍ଯ୍ୟ ସମାପନ

ଅନୁଗୁଳ: ଅନୁଗୁଳ ଜିଲ୍ଲା ସମଲ ଥାନା ଅନ୍ତର୍ଗତ ବାରୁଆଁ ପାହାଡ଼ ଟନେଲ ନିକଟରେ ପୁର୍ବତଟ ରେଳପ୍ରକଳ୍ପ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନା କରାଯାଇଥିଲା। ଆହୁତ ଏହି ସାମ୍ବାଦିକ ସମ୍ମିଳନୀରେ ପୂର୍ବତଟ ରେଳବାଇର ଉପମୁଖ୍ୟ ଯନ୍ତ୍ରୀ ଶ୍ରୀ ସନ୍ତୋଷ କୁମାର ତରାଇ,ଯନ୍ତ୍ରୀ…

ପାନଛେପ ପକାଇ ୪୮ ହଜାର କୋଟି ଖାଇଗଲେ ଯାତ୍ରୀ

ନୂଆଦିଲ୍ଲୀ: ସମଗ୍ର ବିଶ୍ବରେ ସବୁଠାରୁ ବଡ଼ ରେଳ ନେଟଓ୍ୱାର୍କ ହେଉଛି ଭାରତୀୟ ରେଳ। ସମଗ୍ର ଦେଶରେ ପ୍ରାୟ ୧,୧୫,୦୦୦ କିଲୋମିଟର ରାସ୍ତା ଅତିକ୍ରମ କରେ ଭାରତୀୟ ରେଳ । ଲକ୍ଷାଧିକ ସଂଖ୍ୟାରେ ଯାତ୍ରୀମାନେ ଏହି ରେଳ ଉପରେ ନିର୍ଭର କରିଥାନ୍ତି। ଯାତ୍ରାକୁ…