ହାଇ ପାଓ୍ୱାର୍ କମିଟି ଓ ସିଏସିଏଲବିର ପରାମର୍ଶକୁ କଡ଼ାକଡ଼ି ପାଳନ କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର କୋଇଲା, ଖଣି ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏବଂ କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ ପୃଥକ ପୃଥକ ଚିଠି…