ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷାଧିକାରୀଙ୍କ କନିଷ୍ଠ କିରାଣୀ
ଅନୁଗୋଳ(ସୁବ୍ରତ ପଟ୍ଟନାୟକ): ଭିଜିଲାନ୍ସ ଜାଲରେ ଢେ଼ଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟଳୟ ର କନିଷ୍ଠ କିରାଣୀ ଜୀବାନନ୍ଦ ଶତପଥୀ । କାମାକ୍ଷାନଗର ବ୍ଲକ କନ୍ତିଓକାଟେଣୀ ସ୍ଥିତ ସିଦ୍ଧାଶ୍ରମ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଗୋଲକ ବିହାରୀ ନାୟକଙ୍କ ଠାରୁ କୌଣସି ଏକ…