Angul News: ବରିଷ୍ଠ ଆଇନଜୀବୀ ଦିଲୀପ ରଥଙ୍କ ବିୟୋଗରେ ଅନୁଗୋଳ ଓକିଲ ସଂଘର ଶୋକସଭା
Angul News (ସୁବ୍ରତ ପଟ୍ଟନାୟକ): ଅନୁଗୋଳ ଓକିଲ ସଂଘର ବରିଷ୍ଠ ଆଇନଜୀବୀ ଦିଲୀପ ରଥ ଗତ ୨୮ତାରିଖ ଅପରାହ୍ନ ୩ଘଟିକା ସମୟରେ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍ପିଟାଲ, କଟକରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ବରଣ କରିଥିଲେ। ତାଙ୍କ…