Tag: odisha news today

ଜିନ୍ଦଲ ଷ୍ଟିଲ୍ ପକ୍ଷରୁ ଶ୍ରୀ ଓ.ପି. ଜିନ୍ଦଲଙ୍କ ୯୫ତମ ଜନ୍ମବାର୍ଷିକୀ ପାଳିତ

ଅନୁଗୁଳ: ଜିନ୍ଦଲ ଷ୍ଟିଲ୍, ଅନୁଗୁଳ ପକ୍ଷରୁ ଏହାର ଦୂରଦର୍ଶୀ ପ୍ରତିଷ୍ଠାତା ଶ୍ରୀ ଓମ୍ ପ୍ରକାଶ ଜିନ୍ଦଲ (ବାଉଜୀ)ଙ୍କ ୯୫ତମ ଜନ୍ମବାର୍ଷିକୀ ବେଶ ଆଗ୍ରହ ଓ ଉତ୍ସାହର ସହ ପାଳନ କରାଯାଇଛି। ଶିଳ୍ପ ସ୍ୱାବଲମ୍ବନ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ବାଉଜୀଙ୍କ ଐତିହ୍ୟକୁ ମନେ…

ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ସାଂସଦଙ୍କୁ ଭେଟିଲେ ପୂର୍ବତନ ଭାଜପା ଜିଲ୍ଲା ସଭାପତି ଓ କୋଷାଧ୍ୟକ୍ଷ

Angul News: ଅନୁଗୁଳ: ମାନ୍ୟବର ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଢେଙ୍କାନାଳ ଲୋକସଭା ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଭେଟିଛନ୍ତି ପୂର୍ବତନ ଭାଜପା ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ ଓ ଜିଲ୍ଲା…

ଆମର ବୌଦ୍ଧିକ ଐତିହ୍ୟକୁ ପୁର୍ନଜୀବିତ କରିବାରେ ପୁସ୍ତକର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ- ଧର୍ମେନ୍ଦ୍ର ପ୍ରଧାନ

ଶ୍ରୀନଗର: ଆମର ବୌଦ୍ଧିକ ଐତିହ୍ୟକୁ ପୁର୍ନଜୀବିତ କରିବା ସହ ସେଗୁଡ଼ିକୁ ସମସାମୟିକ ଶୈକ୍ଷିକ ଚିନ୍ତାଧାରାରେ ସଂଯୁକ୍ତ କରିବା ପାଇଁ ପୁସ୍ତକ, ଶିକ୍ଷା ଏବଂ ଜ୍ଞାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଜାତୀୟ ଶିକ୍ଷା ନୀତି ମାଧ୍ୟମରେ…

କାର୍ଗିଲ ବିଜୟ ଦିବସ ପାଳନ

ଅନୁଗୋଳ: ଆଜି ଜୁଲାଇ ୨୬ ତାରିଖରେ ୟୁବ ଓ କ୍ରୀଡ଼ା ମନ୍ତ୍ରାଳୟ ଭାରତ ସରକାର ଓ ମେରା ୟୁବା ଭାରତ ଅନୁଗୋଳ ଜିଲ୍ଲା ତରଫରୁ ନାଲକୋନଗର ଦିଲ୍ଲୀ ପବ୍ଲିକ ହାଇସ୍କୁଲ ପରିସର କାର୍ଗିଲ ବିଜୟ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମ…

Angul News: ଅନୁଗୋଳ ଜିଲ୍ଲା କଂଗ୍ରେସ ପକ୍ଷରୁ ସୌମ୍ୟାଶ୍ରୀଙ୍କ ଏକାଦଶାହରେ ଶୋକସଭା ଓ ସାମୁହିକ ଦୀପ ଦାନ

ଅନୁଗୋଳ: ଆଜି ପୂର୍ବାହ୍ନରେ ସ୍ଥାନୀୟ କଂଗ୍ରେସ ଭବନଠାରେ ଅନୁଗୋଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବାଲେଶ୍ଵର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମଦାହ ଜନିତ ମୃତ୍ୟୁ ସାରା ରାଜ୍ୟରେ ନାରୀ ଅସୁରକ୍ଷିତ ଓ ନ୍ୟାୟ ପାଇବାରେ ଅବହେଳିତ ବୋଲି ହୃଦୟଙ୍ଗମ…

ଓଡ଼ିଶାର ୧୧ଟି ନୂତନ ବ୍ଲକ ଆକାଂକ୍ଷୀ ବ୍ଲକରେ ସାମିଲ ହେଲା

ଭୁବନେଶ୍ୱର: ଓଡ଼ିଶାର ୧୧ଟି ନୂଆ ବ୍ଲକ ନୀତି ଆୟୋଗ ଦ୍ୱାରା ଆକାଂକ୍ଷୀ ବ୍ଲକ ଯୋଜନାରେ ସାମିଲ ହୋଇଛି । କେନ୍ଦୁଝର ଜିଲ୍ଲାର ୫ଟି ବ୍ଲକ ଓ ମୟୂରଭଞ୍ଜ ଜିଲ୍ଲାର ୬ଟି ନୂଆ ବ୍ଲକ ସାମିଲ ହୋଇଛି। ଏହାଦ୍ୱାରା ବର୍ତ୍ତମାନ ଓଡ଼ିଶାର ସମୁଦାୟ…

ଅନୁଗୋଳ ଜିଲ୍ଲାର ପ୍ରତିଷ୍ଠାତା ସ୍ଵଗର୍ତ ଅଦ୍ଵୈତ ପ୍ରସାଦ ସିଂହଙ୍କ ସପ୍ତଦଶତମ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ

ଅନୁଗୋଳ: ଅନୁଗୋଳ ସଭାଘର ଠାରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ିର ବରିଷ୍ଠ ନେତା ଶ୍ରୀ ପ୍ରଦୀପ ଅମାତ, ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପୂର୍ବତନ ମନ୍ତ୍ରୀ ଡଃ ନୃସିଂହ ଚରଣ…

ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣା: ପ୍ରଦେଶ କଂଗ୍ରେସ କମିଟିର ସଭାପତି ଓଡ଼ିଶା ବନ୍ଦ ଘୋଷଣାକୁ ସଫଳ ପାଇଁ ଆହ୍ବାନ

ଅନୁଗୋଳ: ନ୍ୟାୟ ପାଇଁ ଲଢେ଼ଇ କରି ବାଲେଶ୍ୱର ଫକିର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଗତ ୧୨ ତାରିଖ ଦିନ ଯେଉଁଭଳି ଭାବେ ଆତ୍ମହୁତୀ ଉଦ୍ୟମ କରି ପ୍ରାୟ ୯୫ ଭାଗ ଶରୀର ପୋଡ଼ି ମରଣ ସହିତ AIIMS ଡାକ୍ତରଖାନାରେ ଲଢ଼ାଇ…

ଏଫ୍.ଏମ୍. କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣା: ଏସ୍.ୟୁ.ସି.ଆଇ (କମୁ୍ୟନିଷ୍ଟ) ପକ୍ଷରୁ ଶୋଭାଯାତ୍ରା ଓ ପ୍ରତିବାଦ ସଭା

ଅନୁଗୁଳ: ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀଙ୍କ ମର୍ମାନ୍ତିକ ଆତ୍ମାହୁତି ଘଟଣାର ପ୍ରତିବାଦରେ ଏସ୍.ୟୁ.ସି.ଆଇ(କମୁ୍ୟନିଷ୍ଟ) ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ ଦିବସ ଉପଲକ୍ଷେ ସୋମବାର ସନ୍ଧ୍ୟାରେ ଦଳର ଅନୁଗୁଳ ଜିଲ୍ଲା କମିଟି ପକ୍ଷରୁ ଅନୁଗୁଳ ବଜାରରେ ପ୍ରତିବାଦ ଶୋଭାଯାତ୍ରା ପରେ ରାଜାଛକ ଠାରେ…