Angul News: ଜଗନ୍ନାଥପୁର ଗ୍ରାମରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ, ସ୍ୱାଧୀନତା ସଂଗ୍ରାମୀ କପିଳ ପ୍ରଧାନଙ୍କ ପରିବାରଙ୍କ ଘରୁ ମାଟି ସଂଗ୍ରହ
Angul News: ଅନୁଗୁଳ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଓଡ଼ିଶାର ରତ୍ନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରୟାସ ରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମରେ ସ୍ୱାଧୀନତା ସଂଗ୍ରାମୀ ଓ ଶହୀଦ ମାନଙ୍କ ବାସସ୍ଥାନ ଓ ସମସ୍ତ ଙ୍କ ଘରୁ ଅମୃତ…