Angul News: ଅନୁଗୋଳ ଏନଏଚ୍-୫୩ର ସମ୍ପ୍ରସାରଣ ସହ ରାଜପଥକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪ କୋଟି ମଞ୍ଜୁର: ଧର୍ମେନ୍ଦ୍ର ପ୍ରଧାନ
Angul News: ଭୁବନେଶ୍ୱର (ସୁବ୍ରତ ପଟ୍ଟନାୟକ): ଅନୁଗୋଳ ଜିଲ୍ଲା ଜାତୀୟ ରାଜପଥ -୫୩କୁ ସମ୍ପ୍ରସାରଣ କରିବା ସହ ଏହାକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି କେନ୍ଦ୍ର ସଡକ ପରିବହନ ଓ ରାଜପଥ…
