Tag: Odisha News

ମେ 23ରେ ତାଳଚେରରେ କେନ୍ଦ୍ରୀୟ ବିଦ୍ୟାଳୟର ଉଦଘାଟନ ସହ ପରାକ୍ରମ ଶୋଭାଯାତ୍ରାରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ତାଳଚେର : ତାଳଚେରବାସୀଙ୍କର ବହୁ ଦିନର ଆଶା ପୂରଣ ହେବା ପାଇଁ ଯାଉଛି, ଆସନ୍ତା ମେ 23 ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଳଚେରରେ ଆଉ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟର ଉଦଘାଟନ କରିବେ। ତାଳଚେର ପୁରୁଣା ଯୁବରାଜ ହାଇସ୍କୁଲଠାରେ କେନ୍ଦ୍ରୀୟ ବିଦ୍ୟାଳୟର…

ଅପରେସନ ସିନ୍ଦୁର’ର ସଫଳତାକୁ ସମ୍ମାନ; ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ତ୍ରିରଙ୍ଗା ଯାତ୍ରା

ଅନୁଗୁଳ: ଆତଙ୍କବାଦ ବିରୋଧରେ ଭାରତୀୟ ସେନାର ଅଦମ୍ୟ ସାହସ, ପରାକ୍ରମର ନିଦର୍ଶନ ତଥା ନିର୍ଣ୍ଣାୟକ ଲଢ଼େଇ ଅପରେସନ ସିନ୍ଦୁରର ସଫଳତାକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାର (ଜେଏସପି) ପକ୍ଷରୁ ଅନୁଗୁଳ ପ୍ଲାଣ୍ଟ ପରିସରରେ ଏକ ତ୍ରିରଙ୍ଗା ଯାତ୍ରାର…

ଶ୍ରମକୋଡ୍ ବାତିଲ ଦାବିରେ କେନ୍ଦ୍ରୀୟ ଶ୍ରମିକ ସଂଗଠନ ମିଳିତ ମଞ୍ଚ ପକ୍ଷରୁ ୨୦ମେ’ରେ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଶ୍ରମିକ ବିକ୍ଷୋଭ

ଅନୁଗୁଳ: କେନ୍ଦ୍ର ବିଜେପି ସରକାର ଦ୍ୱାରା ଶ୍ରମିକ ଶ୍ରେଣୀର କଷ୍ଟାର୍ଜିତ ୨୯ଟି ଶ୍ରମ ଆଇନ୍କୁ ଉଚ୍ଛେଦ କରି ପ୍ରଣୟନ କରାଯାଇଥିବା ଶ୍ରମିକ ବିରୋଧୀ ଓ କର୍ପୋରେଟ୍ ସପକ୍ଷବାଦୀ ୪ଟି ଶ୍ରମକୋଡ୍କୁ ବାତିଲ କରିବା, ନାଲକୋ, ଏନ୍.ଟି.ପି.ସି., ଏମ୍.ସି.ଏଲ୍ ଭଳି ରାଷ୍ଟ୍ରାୟତ୍ତ ଉଦ୍ୟୋଗ…

ସୁଭଦ୍ରା ଅପହରଣ ଓ ହତ୍ୟା ଘଟଣା: ଅନୁଗୁଳରେ ମହିଳା-ଯୁବ-ଛାତ୍ର ସଂଗଠନର ବିକ୍ଷୋଭ

ଅନୁଗୁଳ: କଣିହାଁ ବ୍ଲକ ଲୁଧାଝରି ଗାଁର ସୁଭଦ୍ରା ନାମ୍ନୀ ଯୁବତୀଙ୍କ ବିଭତ୍ସ ହତ୍ୟାକାଣ୍ଡ ଘଟଣା ଜନସାଧାରଣଙ୍କ ହୃଦୟତନ୍ତ୍ରୀକୁ ଦୋହଲାଇ ଦେଇଥିବାବେଳେ ଅପରାଧିମାନଙ୍କୁ ତୁରନ୍ତ ଗିରଫ କରି କଠୋରରୁ କଠୋରତମ ଦଣ୍ଡବିଧାନ କରିବା, ଶିଶୁ କନ୍ୟା, ଛାତ୍ରୀ, ଯୁବତୀ ସର୍ବୋପରି ମହିଳା ମାନଙ୍କ…

ବିଜେପି ଅନୁଗୁଳ ଜିଲ୍ଲା କୋର କମିଟି ବୈଠକ

ଅନୁଗୁଳ :ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟ ରେ ଏକ ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି |ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକ ଙ୍କ ଅଧ୍ୟକ୍ଷତା ରେ କୋର କମିଟି ବୈଠକ ରେ ସାଙ୍ଗଠନିକ ଆଲୋଚନା କରାଯିବା ସହ ରାଜ୍ୟ ନିଷ୍ପତ୍ତି କ୍ରମେ ବିଭିନ୍ନ…

Odisha News: ସୁରକ୍ଷିତ ଘର ବାହୁଡା ଉପରେ ପରିବହନ ମନ୍ତ୍ରୀଙ୍କ ଗୁରୁତ୍ୱ

Odisha News: ଭୁବନେଶ୍ୱର: ସାରା ଦେଶରେ ଏବେ ରାସ୍ତା ଦୁର୍ଘଟଣା ବଢ଼ିବା ସହ ଏଥି ଜନିତ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି । ଦ୍ରୁତ ଗତିରେ ଗାଡି ଚାଳନା, ମଦ୍ୟପାନ, ବିନା ହେଲମେଟ ରେ ଗାଡି ଚଳାଇବା ଏବଂ ସଚେତନତା…

ହିଙ୍ଗୁଳା ଠାକୁରାଣୀ ଙ୍କୁ ଦର୍ଶନ କଲେ ନୂତନ ବିଜେପି ଜିଲ୍ଲା ସଭାପତି ,ତାଳଚେର ନିର୍ବାଚନ ମଣ୍ଡଳୀ ବିଜେପି ପକ୍ଷରୁ ସମ୍ବର୍ଦ୍ଧନା

ତାଳଚେର : ବିଜେପି ନୂତନ ଜିଲ୍ଲା ସଭାପତି ଭାବେ ଯଯାତି ପଟ୍ଟନାୟକ ଦାୟିତ୍ୱ ଗ୍ରହଣ କରିଛନ୍ତି |ଆଜି ଗୁରୁବାର ଶ୍ରୀଯୁକ୍ତ ପଟ୍ଟନାୟକ ତାଳଚେର ର ଅଧିଷ୍ଠାତ୍ରୀ ଦେବୀ ଜଗତ ଜନନୀ ମା ହିଙ୍ଗୁଳା ଠାକୁରାଣୀ ଙ୍କୁ ଦର୍ଶନ କରି ପୂଜାର୍ଚନା କରିଛନ୍ତି…

Angul News: ଇଣ୍ଡୋ ପାକ୍ ଯୁଦ୍ଧରେ ସହିଦ୍ ସୁଧାକର ବେହେରାଙ୍କ ଧର୍ମପତ୍ନୀ ଉମାଦେବୀଙ୍କୁ ମୁକ୍ତିଯୁଦ୍ଧ ସମ୍ମାନରେ ସମ୍ମାନିତ

Angul News: ତାଳଚେର: ଦୀର୍ଘ ୫୪ ବର୍ଷ ପରେ ମଧ୍ୟ ଆଜି ପ୍ରମାଣିତ ହୋଇଛି ଯେ ସୈନିକ ର ବଳିଦାନ କେବେ ବୃଥା ଯାଇନଥାଏ ।ତାହା ପୁଣି ନିଜ ମାତୃଭୂମି ପାଇଁ ହେଉ ଅବା ପଡୋଶୀ ଦେଶକୁ ଆଜାଦ୍ କରିବାରେ ଯଦି…

Odisha News: ଜନାଭିମୁଖୀ କାଯ୍ୟକ୍ରମକୁ ବ୍ୟାପକ କରିବାକୁ ନିର୍ଦ୍ଦେଶ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Odisha News: ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଖାରବେଳ ଭବନ ଠାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ…

Odisha News: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ,କାମାକ୍ଷାନଗର, ଭୁବନକୁ ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ସାଂସଦ ରୁଦ୍ର ପାଣିଙ୍କ ଦାବି

Angul News:ଅନୁଗୁଳ : ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ବୁଧବାର ପାର୍ଲାମେଣ୍ଟର ଶୂନ୍ୟକାଳରେ ରେଳ ବିଭାଗ ସମ୍ପର୍କିତ ପ୍ରଶ୍ନ ଉଥାପନ କରିଛନ୍ତି। ସାଂସଦ ଶ୍ରୀ ପାଣି ମୋଦି ସରକାର ଆସିବା ପରେ ୨୦୧୪ରେ ଏନଡ଼ିଏ ସରକାର କ୍ଷମତାକୁ ଆସିବା ପରେ…